ଭୁବନେଶ୍ୱର: ପ୍ରବଳ ଗ୍ରୀଷ୍ଣ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲଗୁଡ଼ିକ ପାଇଁ ଏପ୍ରିଲ୍ ୨୫ ରୁ ଖରାଛୁଟି ଘୋଷଣା କରିଛନ୍ତି । ସେହିଭଳି ଆସନ୍ତାକାଲି ସୋମବାରଠାରୁ ବୁଧବାର ପର୍ଯ୍ୟନ୍ତ ୩ ଦିନ ପାଇଁ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ସେରକାରୀ ବିଦ୍ୟାଳୟଗୁଡ଼ିକୁ ସକାଳ ୬.୩୦ ରୁ ୧୦.୩୦ ପର୍ଯ୍ୟନ୍ତ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।