Friday, February 13, 2026 07:26 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News Health

‘ସମ୍ମମ’ ରେ ଜଟିଳ ଅସ୍ତ୍ରୋପଚାର

by Our Correspondent
13 Feb, 2026- 07:25 PM
in Health, Latest News, News
1 min read
0
‘ସମ୍ମମ’ ରେ ଜଟିଳ ଅସ୍ତ୍ରୋପଚାର

ଭୁବନେଶ୍ୱର: ରୋଗୀର ଆସନ୍ନ ଅଙ୍ଗଚ୍ଛେଦକୁ ପ୍ରତିହିତ କରି ଓଡ଼ିଶାରେ ପ୍ରଥମ ଥର ପାଇଁ ଆଣ୍ଠୁର ନିମ୍ନ ଭାଗକୁ ଅତ୍ୟାଧୁନିକ ଏଣ୍ଡୋଭାସ୍କୁଲାର ଆଥେରେକ୍ଟୋମି ପଦ୍ଧତିରେ ସଦ୍ୟତମ ଜେଟ୍ସଟି୍ରମ ଟେକ୍ନୋଲଜି ବ୍ୟବହାର କରି ସୁରକ୍ଷା କରିବାରେ ସଫଳ ହୋଇଛନ୍ତି ସମ୍ ଅଲ୍ଟିମେଟ ମେଡିକେୟାର (ସମ୍ମମ୍)ର ଡାକ୍ତର । ଏହି ପ୍ରକ୍ରିୟାକୁ ସମ୍ମମର ଇନ୍ଟରଭେନ୍ସନାଲ୍ ରେଡିଓଲୋଜିର କନ୍ସଲ୍ଟାଂଟ ଡାକ୍ତର ସମ୍ବିତ କୁମାର ପଟ୍ଟନାୟକ ମିନିମାଲି ଇନ୍ଭେସିଭ୍ ଭାସ୍କୁଲାର କେୟାର ମାଧ୍ୟମରେ ସମ୍ପନ୍ନ କରିଛନ୍ତି ।

ରୋଗୀଙ୍କ ଗୋଡ଼ର ଧମନୀରେ ଜଟିଳ ବ୍ଲକେଜ୍ ସମସ୍ୟା ରହିଥିବା ବେଳେ ଏହା ତାଙ୍କ ଜୀବନ ପ୍ରତି ବିପଦ ଖୁବ୍ ସୃଷ୍ଟି କରିଥିଲା । ଏହା ଭବିଷ୍ୟତରେ ଚିକିତ୍ସା ସମ୍ଭବ ନଥିବା ଅଲ୍ସର ଓ ଗାଙ୍ଗ୍ରିନ୍ ଭଳି ସମସ୍ୟା ଉପୁଜାଇଥାନ୍ତା ଏବଂ ଗୋଡ଼ କାଟିବା ଭଳି ପରିସ୍ଥିତି ସୃଷ୍ଟି ହୋଇଥାନ୍ତା ବୋଲି ଡାକ୍ତର ପଟ୍ଟନାୟକ କହିଛନ୍ତି । ଏହି ଚିକିତ୍ସା ସମ୍ବନ୍ଧରେ ସୂଚନା ଦେଇ ଡାକ୍ତର ପଟ୍ଟନାୟକ କହିଛନ୍ତି ଯେ ଏଭଳି ଜଟିଳ ସମସ୍ୟା ଥିବା ରୋଗୀମାନଙ୍କର ଚିକିତ୍ସା ନେଇ ଖୁବ୍ କମ୍ ସୁଯୋଗ ରହିଥାଏ । ବିଶେଷ କରି ଆଣ୍ଠୁର ନିମ୍ନ ପାଶ୍ୱର୍ରେ ଛୋଟ ଛୋଟ ଧମନୀରେ ଯେତେବେଳେ ବ୍ଲକେଜ ସୃଷ୍ଟି ହୁଏ ତାହା ରୋଗୀକୁ ଆହୁରି ଅସୁସ୍ଥ କରିଦେଇଥାଏ । ତେବେ ବର୍ତମାନ ଅତ୍ୟାଧୁନିକ ଆଥେରେକ୍ଟୋମି ଟେକ୍ନୋଲଜି ଦ୍ୱାରା ଅସ୍ତ୍ରୋପଚାର ନ କରି ପ୍ଲାକ୍ ଏବଂ କ୍ଲଟ୍ଗୁଡ଼ିକୁ ବାହାର କରାଯାଇପାରୁଛି ଏବଂ ଏହା ଦ୍ୱରା ଅଂଗଚ୍ଛେଦର ସମ୍ଭାବନାକୁ ମଧ୍ୟ ଏଡ଼ାଇ ଦିଆଯାଇପାରୁଛି ବୋଲି ଡାକ୍ତର ପଟ୍ଟନାୟକ କହିଛନ୍ତି । ଏହି ମିନିମାଲି ଇନ୍ଭେସିଭ ପ୍ରକ୍ରିୟା ଦ୍ୱାରା ଯନ୍ତ୍ରଣା କମିବା ସହ ହସ୍ପିଟାଲର ରହଣୀ ସମୟ ମଧ୍ୟ କମିପାରୁଛି । ରୋଗୀଟି ଶୀଘ୍ର ସୁସ୍ଥ ହେବା ସହ ଗୋଡ଼ଟିକୁ ମଧ୍ୟ କଟା ହେବାରୁ ରକ୍ଷା କରାଯାଇପାରୁଛି ବୋଲି ସେ କହିଥିଲେ ।

ଏହି ଅତ୍ୟାଧୁନିକ ଚିକିତ୍ସା ଦ୍ୱାରା ସମ୍ମମ ଓଡ଼ିଶାରେ ରୋଗୀମାନଙ୍କ ମଧ୍ୟରେ ନୂତନ ଆଶାର କିରଣ ସୃଷ୍ଟି କରିଛି ବୋଲି ହସ୍ପିଟାଲ୍ର ଚିଫ୍ ଅଫ୍ ମେଡିକାଲ୍ ସର୍ଭିସେସ୍ ବି୍ରଗେଡିୟର (ଡାକ୍ତର) ବିରାଜ ମୋହନ ମିଶ୍ର ସୂଚନା ଦେଇଛନ୍ତି ।

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ଏବଂ ସମ୍ ଅଲ୍ଟିମେଟ ମେଡିକେୟାରର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଏହି ପରିପ୍ରେକ୍ଷୀରେ କହିଛନ୍ତି ଯେ ସମାଜରେ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିବା ସମ୍ମମର ଲକ୍ଷ୍ୟ । ଏହି ସଫଳ ଅସ୍ତ୍ରୋପଚାର ଆମର ଲକ୍ଷ୍ୟକୁ ପ୍ରତିପାଦିତ କରୁଛି ବୋଲି ସେ କହିଛନ୍ତି ।

ଏହି ପରିପ୍ରେକ୍ଷୀରେ ସମ୍ମମ୍ର ସିଇଓ ଡକ୍ଟର ଶ୍ୱେତପଦ୍ମା ଦାଶ କହିଛନ୍ତି ଯେ ଏହି ସଫଳତା ହସ୍ପିଟାଲକୁ ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ପ୍ରଦାନ କ୍ଷେତ୍ରରେ ଆଉ ଏକ ମାଇଲ ଖୁଂଟ ଭାବେ ଉଭା ହେବାକୁ ସାହାଯ୍ୟ କରିଛି ।

Previous Post

‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19159 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16596 shares
    Share 6638 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5482 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA