Wednesday, February 25, 2026 01:07 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସମବାୟ ମନ୍ତ୍ରୀଙ୍କ ଅଚାନକ ପରିଦର୍ଶନ

ପାକସ ଓ ସମବାୟ ସମିତିର ନିୟମିତ ଅଡିଟ୍‍ ପାଇଁ ପରାମର୍ଶ

by Our Correspondent
14 Sep, 2022- 09:53 PM
in Latest News, News
1 min read
0
ସମବାୟ ମନ୍ତ୍ରୀଙ୍କ ଅଚାନକ ପରିଦର୍ଶନ

ଭୁବନେଶ୍ୱର: ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଆଜି ସମବାୟ ବିଭାଗ ଅର୍ନ୍ତଗତ ଆକାଉଣ୍ଟାଣ୍ଟ ଜେନେରାଲ କୋପରେଟିଭ ସୋସାଇଟି ଦପ୍ତରକୁ ଅଚାନକ ପରିଦର୍ଶନ କରିଥିଲେ । ପରିଦର୍ଶନ ସମୟରେ ମନ୍ତ୍ରୀ ଦପ୍ତରର ବିଭିନ୍ନ ଶାଖା ବୁଲି ଦେଖିବା ସହିତ ପଦାଧିକାରୀମାନଙ୍କ ସହିତ ଆଲୋଚନା କରିଥିଲେ । ତେବେ ଏହି କାର୍ଯ୍ୟାଳୟରେ ବର୍ତ୍ତମାନ ସୁଦ୍ଧା ବାୟୋମେଟ୍ରିକ ଉପସ୍ଥାନ ଯନ୍ତ୍ର ଠିକଣା ଭାବେ କାର୍ଯ୍ୟକାରୀ କରୁନଥିବା ମନ୍ତ୍ରୀଙ୍କ ନଜରକୁ ଆସିବାପରେ ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ କହିବା ସହିତ ଆଜିର ଉପସ୍ଥାନ ଖାତା ମଗାଇ ଦେଖିଥିଲେ ।

ରାଜ୍ୟରେ ଥିବା ସମସ୍ତ ପାକସ ଓ ସମବାୟ ସମିତିରେ ଠିକଣା ଭାବେ ଅଡିଟ୍‍ ହେଉନଥିବାରୁ ଭବିଷ୍ୟତରେ ଏହା ସମସ୍ୟା ସୃଷ୍ଟିକରିବାର ସମ୍ଭାବନା ଥିବାଯୋଗୁଁ ତୁରନ୍ତ ଏସବୁର ଅଡିଟ୍‍ କାର୍ଯ୍ୟ ସାରିବାକୁ ମନ୍ତ୍ରୀ ଶ୍ରୀ ନାୟକ ନିର୍ଦ୍ଦେଶ ଦେଇଥିଲେ । ଏହି ବିଭାଗରେ ୫-ଟି ଆଧାରରେ କାର୍ଯ୍ୟଦକ୍ଷତା ବୃଦ୍ଧି ସହିତ ନିୟମିତ ଭାବେ ପାକସ ଏବଂ ସମବାୟ ସମିତିଗୁଡିକର ଅଡିଟ୍‍, କମ୍ପୁଟରୀକରଣ କରିବାକୁ ମନ୍ତ୍ରୀ କହିଥିଲେ । ଏହି କାର୍ଯ୍ୟାଳୟକୁ ଚଳଚଞ୍ଚଳ କରାଯିବା ଏବଂ ତଳସ୍ତରରେ ସମବାୟ ସମିତିଗୁଡିକ କିଭଳି ଅଧିକ ଦକ୍ଷତାର ସହ କାର୍ଯ୍ୟ କରିବେ ସେ ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ ପାଇଁ ମନ୍ତ୍ରୀ ପରାମର୍ଶ ଦେବା ସହିତ କୌଣସି ପ୍ରକାର ଅବହେଳାକୁ ବରଦାସ୍ତ କରାଯିବ ନାହିଁ ବୋଲି ମନ୍ତ୍ରୀ ସଫା ସଫା ଶୁଣାଇଥିଲେ ।

Previous Post

ଶ୍ରୀକ୍ଷେତ୍ରରୁ ବଳ ଗୋଟାଉଛି ବିଜେପି

Next Post

ମୁମ୍ବାଇରେ ଶିଳ୍ପପତିଙ୍କୁ ଭେଟିଲେ ନବୀନ

Next Post
ମୁମ୍ବାଇରେ ଶିଳ୍ପପତିଙ୍କୁ ଭେଟିଲେ ନବୀନ

ମୁମ୍ବାଇରେ ଶିଳ୍ପପତିଙ୍କୁ ଭେଟିଲେ ନବୀନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA