Wednesday, February 25, 2026 11:43 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News Health

କୋଭାକସିନର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଖୁବ ଶୀଘ୍ର

by Our Correspondent
25 Oct, 2020- 08:41 PM
in Health, Latest News, News
1 min read
0
କୋଭାକସିନର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଖୁବ ଶୀଘ୍ର

ଭୁବନେଶ୍ୱର : କରୋନା ମହାମାରୀର ମୁକାବିଲା ନିମନ୍ତେ କୋଭିଡ-୧୯ ଭ୍ୟାକସିନ କୋଭାକସିନର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଖୁବ ଶୀଘ୍ର ସମ ହସ୍ପିଟାଲରେ ଆରମ୍ଭ ହେବ | ଏହି ସ୍ୱଦେଶୀ ଟୀକାକୁ ଭାରତ ବାୟୋଟେକ ଓ ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ ମିଳିତ ଭାବେ ପ୍ରସ୍ତୁତ କରୁଥିବା ବେଳେ ଏହାର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ନିମନ୍ତେ ସେଣ୍ଟ୍ରାଲ ଡ୍ରଗସ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେସନ୍ ର ପକ୍ଷରୁ ସ୍ୱୀକୃତି ମିଳିଛି। ଏହା ପୂର୍ବରୁ ଦୁଇଟି ପର୍ଯ୍ୟାୟ ମାନବ ପରୀକ୍ଷଣ ପ୍ରକ୍ରିୟା ସୁରକ୍ଷିତ ଭାବେ ଶେଷ ହୋଇ ସାରିଛି। ଏହି ପ୍ରକ୍ରିୟା ରେ ଅନେକ ସଂଖ୍ୟାରେ ସ୍ବେଛାସେବୀଙ୍କ ଶରୀରରେ ନୂତନ ଟୀକାର ପରୀକ୍ଷଣ କରାଯିବ |

ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ନିମନ୍ତେ ଦେଶର ୨୧ଟି ମେଡିକାଲ ଅନୁଷ୍ଠାନକୁ ଆଇସିଏମଆର ପକ୍ଷରୁ ଚୟନ କରାଯାଇଥିବା ବେଳେ ଓଡିଶାର ଏକମାତ୍ର ଅନୁଷ୍ଠାନ ଭାବେ ଆଇଏମଏସ ଓ ସମ ହସ୍ପିଟାଲକୁ ମନୋନୀତ କରାଯାଇଛି ।

କରୋନା ମହାମାରୀର ପ୍ରଭାବ ଦେଶରେ ବଢ଼ି ଚାଲିଥିବା ବେଳେ ଏହାକୁ ପ୍ରତିହତ କରିବା ନିମନ୍ତେ ପ୍ରସ୍ତୁତ କରାଯାଉଥିବା ଏହି ଟୀକାର ପରୀକ୍ଷଣ ଶେଷ ପର୍ଯ୍ୟାୟରେ ପହଂଚି ଥିବା କହିଛନ୍ତି ଆଇଏମଏସ ଆଣ୍ଡ ସମ ହସ୍ପିଟାଲ ର କମ୍ୟୁନିଟି ମେଡ଼ିସିନ ବିଭାଗର ପ୍ରଫେସର ତଥା ଏହି ପରୀକ୍ଷଣର ମୁଖ୍ୟ ପରୀକ୍ଷକ ପ୍ରଫେସର ଇ. ଭେଙ୍କଟ ରାଓ |

ଆଇଏମଏସ ଆଣ୍ଡ ସମ ହସ୍ପିଟାଲର ପ୍ରିଭେନଟିଭ ଆଣ୍ଡ ଥେରାପିଉଟିକ କ୍ଲିନିକାଲ ୟୁନିଟର ମୁଖ୍ୟ ଥିବା ପ୍ରଫେସର ରାଓ କହିଛନ୍ତି ଯେ ଏହି ତୃତୀୟ ପର୍ଯ୍ୟାୟରେ ବୟସ ସୀମା, ଯୋଗ୍ୟତା ଏବଂ ସ୍କ୍ରିନିଂ ପ୍ରକ୍ରିୟା କୁ କୋହଳ କରାଯିବ ଏବଂ ସୁସ୍ଥ ସ୍ବେଛାସେବୀ ମାନେ ଏହି ପର୍ଯ୍ୟାୟ ନିମନ୍ତେ ଚୟନ କରାଯାଇ ପାରିବେ। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ସ୍ବେଛାସେବୀ ମାନଙ୍କ ଶରୀରରେ ମଧ୍ୟ ଏହି ଟୀକା ପ୍ରୟୋଗ କରାଯିବାର ଯୋଜନା ରହିଛି ବୋଲି ପ୍ରଫେସର ରାଓ କହିଛନ୍ତି |

ଇଛୁକ ସ୍ବେଛାସେବୀ ମାନେ www. ptctu.soa.ac ୱେବସାଇଟରେ ରେଜିଷ୍ଟ୍ରସନ କରିପାରିବେ।

Previous Post

KXIP beat SRH by 12 Runs

Next Post

CSK beat RCB by 8 Wickets

Next Post
CSK beat KXIP by 10 Wickets

CSK beat RCB by 8 Wickets

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16598 shares
    Share 6639 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA