Sunday, June 15, 2025 01:37 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଓଏଏସ୍ ପାଇଲେ କିସ୍‍ର ୩ ଛାତ୍ର

by Our Correspondent
31 Jul, 2023- 08:48 PM
in Latest News, News
1 min read
0
ଓଏଏସ୍ ପାଇଲେ କିସ୍‍ର ୩ ଛାତ୍ର

ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଅନୁଷ୍ଠିତ ୨୦୨୧-୨୨ ପ୍ରଶାସନିକ ସେବା ପରୀକ୍ଷା ଫଳ ଆଜି ପ୍ରକାଶ ପାଇଥିବା ବେଳେ ଏଥିରେ କିସ୍‍ର ୩ଜଣ ଛାତ୍ର କୃତକାର୍ଯ୍ୟ ହୋଇଛନ୍ତି । ସେମାନେ ହେଲେ ସୁନ୍ଦରଗଡ଼ର ବିଶ୍ୱନାଥ ରଞ୍ଜନ କିଷାନ, ନୂଆପଡ଼ାର ଫାଲ୍‍ଗୁନୀ ଶବର ଓ କଳାହାଣ୍ଡିର ସନାତନ ମାଝୀ । କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁରର ସନାତନ ହେଉଛନ୍ତି ଆଦିମ ଜନଜାତି କୁଟିଆ କନ୍ଧ ସମ୍ପ୍ରଦାୟର ।

ଅନ୍ୟ ପକ୍ଷରେ ଚଳିତବର୍ଷ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ପକ୍ଷରୁ ଅନୁଷ୍ଠିତ ୟୁଜିସି ନେଟ୍‍ ପରୀକ୍ଷାରେ କିସ୍‍ର ୧୦ଜଣ ଛାତ୍ରଛାତ୍ରୀ ସଫଳତା ହାସଲ କରିଛନ୍ତି । ସେମାନଙ୍କ ମଧ୍ୟରୁ ଗୋଲକ କହଁର ଓ ବଳରାମ ଚମ୍ପିଆ ୟୁଜିସି ନେଟ୍‍ କ୍ୱାଲିଫାଏ କରିବା ସହ ଜେଆରଏଫ୍‍ ମନୋନୀତ ହୋଇଛନ୍ତି । ୟୁଜିସି ନେଟ୍‍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଅନ୍ୟ ଛାତ୍ରଛାତୀମାନେ ମାନେ ଜୟନ୍ତୀ ମାଝୀ, କୁନ୍ତଳା ଜାନୀ, ଭାରତୀ କୁଜୁର, ରେବତୀ ସିଂହ, କେଶବ ମାଝୀ, ଦେବହୂତି ପୁଟା, ସାନ୍ଥାରାମ ମାଝୀ ଓ ଜୟନ୍ତୀ ଭୋଇ ।

କିସ୍‍ର ଏହି ସଫଳତାରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସନ୍ତୋଷ ବ୍ୟକ୍ତ କରିବା ସହ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା ଓ ୟୁଜିସି ନେଟ୍‍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ସଫଳ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଜାତୀୟ ଓ ରାଜ୍ୟସ୍ତରରେ ହେଉଥିବା ପ୍ରଶାସନିକ ଓ ଅନ୍ୟାନ୍ୟ ପ୍ରତିଯୋଗିତାମୂଳକ ପରୀକ୍ଷାରେ କିସ୍‍ର ଛାତ୍ରଛାତ୍ରୀମାନେ ଯେଭଳି ଭଲ ପ୍ରଦର୍ଶନ କରିବେ ସେଥିପାଇଁ ଆମ ପ୍ରୟାସ କ୍ରମେ ସ୍ୱତନ୍ତ୍ର ତାଲିମ୍‍ ପ୍ରଦାନ କରାଯାଉଛି । ଭବିଷ୍ୟତରେ ଆହୁରି ଅଧିକ ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳତା ହାସଲ କରିବେ ସେଥିପାଇଁ ସେମାନଙ୍କୁ ପ୍ରସ୍ତୁତ କରାଯାଉଛି ବୋଲି ଶ୍ରୀ ସାମନ୍ତ କହିଛନ୍ତି ।

Previous Post

ହ୍ୱିଲ୍ ଚେୟାରରେ ପରୀକ୍ଷା ଦେଇ ଓଏଏସ୍ ଟପ୍ପର

Next Post

ମୋଦୀ ସରକାରଙ୍କ ସମର୍ଥନରେ ବିଜେଡି

Next Post
ମୋଦୀ ସରକାରଙ୍କ ସମର୍ଥନରେ ବିଜେଡି

ମୋଦୀ ସରକାରଙ୍କ ସମର୍ଥନରେ ବିଜେଡି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19058 shares
    Share 7623 Tweet 4765
  • ନବୀନ..ନବୀନ, ମୋହନ..ମୋହନ

    16582 shares
    Share 6633 Tweet 4146
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7287 shares
    Share 2915 Tweet 1822
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5779 shares
    Share 2312 Tweet 1445
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5464 shares
    Share 2186 Tweet 1366

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA