Wednesday, April 22, 2026 06:07 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବିଶ୍ୱ ରାଙ୍କିଙ୍ଗରେ ଉପରକୁ ଉଠିଲା କିଟ୍‍

ଟାଇମ୍‍ସ ହାଇଅର ଏଜୁକେସନ୍‍ ରାଙ୍କିଙ୍ଗ ୨୦୨୩

by Our Correspondent
12 Oct, 2022- 06:20 PM
in Latest News, News
1 min read
0
ବିଶ୍ୱ ରାଙ୍କିଙ୍ଗରେ ଉପରକୁ ଉଠିଲା କିଟ୍‍

ଭୁବନେଶ୍ୱର: ଟାଇମ୍‍ସ ହାଇଅର ଏଜୁକେସନ୍‍ ବିଶ୍ୱ ବିଶ୍ୱବିଦ୍ୟାଳୟ ର‌୍ୟାଙ୍କିଙ୍ଗରେ ଉପରକୁ ଉଠିଛି କିଟ୍‍ ବିଶ୍ୱବିଦ୍ୟାଳୟ । ବୁଧବାର ଟାଇମ୍‍ସ ହାଇଅର ଏଜୁକେସନ୍‍ ବିଶ୍ୱ ବିଶ୍ୱବିଦ୍ୟାଳୟ ର‌୍ୟାଙ୍କିଙ୍ଗ- ୨୦୨୩ ପ୍ରକାଶିତ ହୋଇଥିବା ବେଳେ ଏଥିରେ କିଟ୍‍ ଅତ୍ୟଧିକ ଭଲ ପ୍ରଦର୍ଶନ କରିଛି । ପୂର୍ବବର୍ଷ କିଟ୍‍ ୮୦୧+ ସ୍ଥାନରେ ରହିଥିବା ବେଳେ ଏବର୍ଷ ୨ଶହ ର‌୍ୟାଙ୍କ ଉନ୍ନୀତ ହୋଇ ସମଗ୍ର ବିଶ୍ୱର ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ୬୦୧+ ସ୍ଥାନ ପାଇଛି । ଶୈକ୍ଷିକ ପରିବେଶ, ଗବେଷଣା, ଆଦୃତି, ଅନ୍ତର୍ଜାତୀୟ ଦୃଷ୍ଟିକୋଣ ଓ ଇଣ୍ଡଷ୍ଟ୍ରି ଇନ୍‍କମ୍‍ ଆଦି ମାପଦଣ୍ଡକୁ ନେଇ ଟାଇମ୍‍ସ ହାଇଅର ଏଜୁକେସନ୍‍ ପକ୍ଷରୁ ବିଶ୍ୱର ବହୁ ବିଶ୍ୱବିଦ୍ୟାଳୟକୁ ନେଇ ଏହି ର‌୍ୟାଙ୍କ ପ୍ରସ୍ତୁତ କରାଯାଇଛି ।

ଚଳିତ ବର୍ଷ କିଟ୍‍ ରୌପ୍ୟ ଜୟନ୍ତୀ ପାଳନ କରୁଥିବା ବେଳେ କିଟ୍‍ ବିଶ୍ୱବିଦ୍ୟାଳୟକୁ ଏହି ସଫଳତା ମିଳିଥିବାରୁ କିଟ୍‍ର ସମସ୍ତ ଛାତ୍ରଛାତ୍ରୀ, ଅଭିଭାବକ, ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀଙ୍କ ମଧ୍ୟରେ ଆନନ୍ଦ ଖେଳାଇ ଦେଇଛି । ବିଶ୍ୱର ସମସ୍ତ ବିଶ୍ୱବିଦ୍ୟାଳୟକୁ ନେଇ ଟାଇମ୍‍ସ ହାଇଅର ଏଜୁକେସନ୍‍ ଏହି ର‌୍ୟାଙ୍କ ପ୍ରସ୍ତୁତ କରିଥାଏ ।

ପୂର୍ବବର୍ଷ ତୁଳନାରେ ଅଧିକ ଭଲ ପ୍ରଦର୍ଶନ କରି ଚଳିତବର୍ଷ ଦେଶର ପୂର୍ବାଞ୍ଚଳ ଓ ଓଡ଼ିଶା ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ କିଟ୍‍ ପ୍ରଥମ ସ୍ଥାନରେ ରହିପାରିଛି । କିଟ୍‍ ଖୁବ୍‍ କମ୍‍ ଦିନର ଏକ ବିଶ୍ୱବିଦ୍ୟାଳୟ ହୋଇଥିବା ବେଳେ ବିଶ୍ୱର ଲବ୍‍ଧ ପ୍ରତିଷ୍ଠିତ ଓ ପୁରାତନ ବିଶ୍ୱବିଦ୍ୟାଳୟଗୁଡ଼ିକ ସହ ସମକକ୍ଷ ହୋଇ ଏତେ ଉନ୍ନତ ପ୍ରଦର୍ଶନ କରିଥିବାରୁ ବହୁ ଶିକ୍ଷାବିତ୍‍ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସାଧୁବାଦ ଜଣାଇଛନ୍ତି । ଶ୍ରୀ ସାମନ୍ତଙ୍କ ଦୂରଦୃଷ୍ଟି ପାଇଁ ଓଡ଼ିଶାର ଏହି ବିଶ୍ୱବିଦ୍ୟାଳୟ ଆଜି ବିଶ୍ୱର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟଗୁଡ଼ିକର ସମକକ୍ଷ ହେବା ସହ ପ୍ରତିଷ୍ଠିତ ଓ ପୁରାତନ ବିଶ୍ୱବିଦ୍ୟାଳୟକୁ ଅତିକ୍ରମ କରିପାରିଛି ବୋଲି ସେମାନେ ମତ ଦେଇଛନ୍ତି ।

ଏହି ସଫଳତା ପାଇଁ ଶ୍ରୀ ସାମନ୍ତ ବିଶ୍ୱବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ମିଳିତ ପ୍ରୟାସ ଯୋଗୁଁ ଏହା ସମ୍ଭବ ହୋଇପାରିଛି ବୋଲି କହିଛନ୍ତି । କିଟ୍‍ ବିଶ୍ୱବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ଛାତ୍ରଛାତ୍ରୀ ଓ କର୍ମଚାରୀମାନେ ପ୍ରତିଷ୍ଠାତା ଶ୍ରୀ ସାମନ୍ତଙ୍କ ନିରନ୍ତର ପ୍ରଚେଷ୍ଟା ଓ ଦୂରଦୃଷ୍ଟିକୁ ସାଧୁବାଦ ଜଣାଇଛନ୍ତି । ଅପରପକ୍ଷରେ ଏହା କିଟ୍‍ର ସଫଳତା ବୋଲି ପ୍ରତିଷ୍ଠାତା ଶ୍ରୀ ସାମନ୍ତ କହିଛନ୍ତି ।

Previous Post

ବାବା ହରେକୃଷ୍ଣ ସେଠୀ କଂଗ୍ରେସ ପ୍ରାର୍ଥୀ

Next Post

ବିଜେଡି ସରପ୍ରାଇଜ୍: ଧାମନଗରରେ ଅବନ୍ତୀ ଦାସ ପ୍ରାର୍ଥୀ

Next Post
ବିଜେଡି ସରପ୍ରାଇଜ୍: ଧାମନଗରରେ ଅବନ୍ତୀ ଦାସ ପ୍ରାର୍ଥୀ

ବିଜେଡି ସରପ୍ରାଇଜ୍: ଧାମନଗରରେ ଅବନ୍ତୀ ଦାସ ପ୍ରାର୍ଥୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA