Monday, June 29, 2026 04:08 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମହିମା ପୀଠର ହେବ ସମ୍ପୂର୍ଣ୍ଣ ରୂପାନ୍ତର

୧୧୨ କୋଟି ଟଙ୍କାର ପ୍ରକଳ୍ପ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

by Our Correspondent
15 Jun, 2023- 08:32 PM
in Latest News, News
1 min read
0
ମହିମା ପୀଠର ହେବ ସମ୍ପୂର୍ଣ୍ଣ ରୂପାନ୍ତର

ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମା ଗାଦି ପୀଠର ହେବ ସମ୍ପୂର୍ଣ୍ଣ ରୁପାନ୍ତର। କାୟାକଳ୍ପରେ ଆସିବ ପୁରା ପରିବର୍ତ୍ତନ। ଗତ ମେ ୨୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଭି କେ ପାଣ୍ଡିଆନ୍ ମହିମା ପୀଠ ପରିଦର୍ଶନ କରି ସାଧୁ ସନ୍ଥ ଓ ଭକ୍ତ ମାନଙ୍କ ସହିତ ପୀଠର ସମ୍ପୂର୍ଣ୍ଣ ରୁପାନ୍ତର ବିଷୟରେ ଆଲୋଚନା କରିଥିଲେ ଏବଂ ୧୫ ଦିନ ଭିତରେ ପ୍ରକଳ୍ପ ରିପୋର୍ଟ ଦେବା ପାଇଁ ପରାମର୍ଶ ଦେଇଥିଲେ । ଏହି ପରାମର୍ଶ ଅନୁସାରେ ଜିଲ୍ଲାପାଳ ପଠାଇଥିବା ୧୧୨ କୋଟି ଟଙ୍କାର ପ୍ରକଳ୍ପ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏଥିରେ ପୀଠର ସର୍ବାଙ୍ଗୀନ ବିକାଶ ସହିତ ଭକ୍ତ ମାନଙ୍କ ପାଇଁ ବିଭିନ୍ନ ସୁବିଧା ଉପରେ ଗୁରୁତ୍ଵ ଦିଆଯାଇଛି ।

ଏଥିରେ ସମାଧି ମନ୍ଦିରର ପୁନଃ ନିର୍ମାଣ, ପ୍ରାର୍ଥନା ଗୃହ, ପାଚେରୀ, ପୁଷ୍କରିଣୀ ପୁନରୁଦ୍ଧାର, ବସ ଷ୍ଟାଣ୍ଡ, କୌପୀନ ଧାରି ମହିମା ସମାଜ ପୀଠ ପୁନଃ ନିର୍ମାଣ, ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଆଦି ନିର୍ମାଣ କରାଯିବ। ପୀଠ ଭିତରେ ଆଭ୍ୟନ୍ତରୀଣ ସଡ଼କ ସହିତ ପୁରା ସ୍ଥାନର ଆଲୋକି କରଣ କରାଯିବ। ଜଗନ୍ନାଥ ମନ୍ଦିର ଠାରୁ ସ୍କୁଲ ପଡିଆ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରାଯିବ। ସୌନ୍ଦର୍ଯ୍ୟ କରଣ ପାଇଁ ପୂର୍ବ ପଟ ବଡ ପୋଖରୀର ପୁନରୁଦ୍ଧାର ସହିତ ୨୦୦ ତାଳ ଗଛ ଓ ୨୦୦ ବର ଗଛ ଲଗାଯିବ। ଆଲୋକିକରଣ ସହିତ ପ୍ରମନେଡ ତିଆରି କରାଯିବ। ସାଧୁ ଓ ଭକ୍ତ ମାନଙ୍କ ପାଇଁ ୨୦୦ ଟଏଲଟ୍ ନିର୍ମାଣ କରାଯିବ।

ପୂରା ପ୍ରକଳ୍ପରେ ସାଧୁ ସନ୍ଥ, ଭକ୍ତ, ଓ ଅତିଥି ମାନଙ୍କ ପାଇଁ ସବୁ ପ୍ରକାର ସୁବିଧା ସୁଯୋଗ ରହିବ। ସୌନ୍ଦର୍ଯ୍ୟ କରଣ ସହିତ ଏହା ଜିଲ୍ଲାର ଏକ ପ୍ରମୁଖ ତୀର୍ଥସ୍ଥଳୀ ଓ ପର୍ଯ୍ୟଟନ କେନ୍ଦ୍ର ହେବା ପାଇଁ ସବୁ ପଦକ୍ଷେପ ନିଆଯିବ।

Previous Post

ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କ ପରଲୋକ

Next Post

ମାନସ ମଙ୍ଗରାଜ ବ୍ରହ୍ମପୁର ଲୋକସଭା କ୍ଷେତ୍ର ପର୍ଯ୍ୟବେକ୍ଷକ

Next Post
ମାନସ ମଙ୍ଗରାଜ ବ୍ରହ୍ମପୁର ଲୋକସଭା କ୍ଷେତ୍ର ପର୍ଯ୍ୟବେକ୍ଷକ

ମାନସ ମଙ୍ଗରାଜ ବ୍ରହ୍ମପୁର ଲୋକସଭା କ୍ଷେତ୍ର ପର୍ଯ୍ୟବେକ୍ଷକ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA