Sunday, June 28, 2026 05:35 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଦୟା ନଦୀର ପାଣିକୁ ବିଶୁଦ୍ଧ ରଖିବା ପାଇଁ ହେବ ଟ୍ରିଟମେଣ୍ଟ ପ୍ଲାଣ୍ଟ

by Our Correspondent
07 Dec, 2023- 05:03 PM
in Latest News, News
1 min read
0
ଦୟା ନଦୀର ପାଣିକୁ ବିଶୁଦ୍ଧ ରଖିବା ପାଇଁ ହେବ ଟ୍ରିଟମେଣ୍ଟ ପ୍ଲାଣ୍ଟ

ଭୁବନେଶ୍ୱର: ଦୟା ନଦୀର ଜଳକୁ ବିଶୁଦ୍ଧ କରିବା ପାଇଁ ୱାଟକୋ ପକ୍ଷରୁ ଦୟା ଓ ଗଙ୍ଗୁଆର ସଂଯୋଗ ସ୍ଥଳରେ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳଯୁକ୍ତ ଏକ ବିଶୋଧନ ପ୍ଲାଣ୍ଟ ନିର୍ମାଣ କରାଯିବ । ୫-ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ.ପାଣ୍ଡିଆନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଆଜି ଏହି ନିଷ୍ପତ୍ତି ହୋଇଛି । ଦୟା ନଦୀର ପାଣିକୁ ପ୍ରଦୂଷଣମୁକ୍ତ ରଖାଯିବା ଉପରେ ସେ ଗୁରୁତ୍ୱାରୋପ କରିବା ସହ ଏ ସମ୍ପର୍କରେ ତୁରନ୍ତ ପଦକ୍ଷେପ ନେବା ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ନଗର ଉନ୍ନୟନ ବିଭାଗ ଏବଂ ବିଏମସି କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଦୟା ନଦୀର ଜଳକୁ ବିଶୁଦ୍ଧ ରଖିବା ସଂକ୍ରାନ୍ତରେ ଆଜି ଶ୍ରୀ ପାଣ୍ଡିଆନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ବିଭିନ୍ନ ପ୍ରତିଷ୍ଠାନର ଦୂଷିତ ଜଳକୁ ସ୍ୱେରେଜ ଲାଇନ୍‌ ସହିତ ସଂଯୋଗ କରିବା ପାଇଁ ବ୍ୟାଧତାମୂଳକ କରାଯାଇଛି। ଏହା ସହିତ ବିଏମସିର ସବୁ ଘର ଯେପରି ସ୍ୱେରେଜ ଲାଇନ୍‌ ସହିତ ଶୀଘ୍ର ସଂଯୁକ୍ତ ହୋଇପାରିବ ସେ ଦିଗରେ ମଧ୍ୟ ସଚେତନତା ସୃଷ୍ଟି କରିବାପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ଭୁବନେଶ୍ୱରରେ ୱାଟ୍‌କୋ ପକ୍ଷରୁ ବିଭିନ୍ନ ଅଞ୍ଚଳରେ ସ୍ୱେରେଜ କାମ ଚାଲିଛି। ବିଭିନ୍ନ ଏଜେନ୍ସି ସହ ସମନ୍ୱୟ ରକ୍ଷା କରି କାମ କଲେ ଜନସାଧାରଣଙ୍କ ବିଶେଷ ଅସୁବିଧା ହେବ ନାହିଁ ବୋଲି ଶ୍ରୀ ପାଣ୍ଡିଆନ ମତଦେବା ସହିତ ସ୍ୱେରେଜ କାମ ତ୍ୱରାନ୍ୱିତ କରି ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ କରିବା ଏବଂ ବସ୍ତି ସମେତ ସହରର ସବୁ ଅଞ୍ଚଳ ଯେପରି ସ୍ୱେରେଜ ବ୍ୟବସ୍ଥା ସହିତ ସଂଯୁକ୍ତ ହେବ ସେଦିଗରେ ପଦକ୍ଷେପ ନେବା ପାଇଁ ୱାଟ୍‌କୋକୁ ନିର୍ଦ୍ଦେଶ ଦେଇଥିଲେ।

ଭୁବନେଶ୍ୱର ସହରରେ ବିଭିନ୍ନ ଶିଳ୍ପାନୁଷ୍ଠାନ ମଧ୍ୟ ରହିଛି। ସେମାନଙ୍କର ବର୍ଜ୍ୟବସ୍ତୁ ଓ ଜଳର କିପରି ଉପଯୁକ୍ତ ବିଶୋଧନ କରାଯାଇପାରିବ ସେଥିପାଇଁ ଇଡକୋ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ ବିଏମସି ପକ୍ଷରୁ ନିୟମିତ ଯାଞ୍ଚ କରାଯିବ। ଭୁବନେଶ୍ୱର ସହରର ବିଭିନ୍ନ ନର୍ଦ୍ଦମା ଜଳ ବିଶୋଧନ ପ୍ଲାଣ୍ଟରେ ପହଞ୍ଚିବା ପୂର୍ବରୁ ସେଗୁଡିକର ୱାଟକୋ ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ନିୟମିତ ବୈଷୟିକ ଯାଞ୍ଚ ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।

ଦୟା ନଦୀର ଜଳକୁ ବିଶୁଦ୍ଧ ରଖିବାପାଇଁ ବିଏମସି ଅଞ୍ଚଳର ବର୍ଜ୍ୟବସ୍ତୁ ସୃଷ୍ଟିକାରୀ ଶିଳ୍ପ ତଥା ଅନ୍ୟ ପ୍ରତିଷ୍ଠାନଗୁଡିକ ଉପରେ ତୀକ୍ଷ୍ଣ ନଜର ରଖି ଏହାର ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେବାକୁ ଶ୍ରୀ ପାଣ୍ଡିଆନ ବିଏମସି କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ବିଡିଏର ଉପାଧ୍ୟକ୍ଷ ଶ୍ରୀ ବଲୱନ୍ତ ସିଂ ଅଧ୍ୟକ୍ଷତାରେ ଗଠିତ ଦୟା ଟାସ୍କ ଫୋର୍ସ ଦୟା ନଦୀ ପାଣି କୁ ବିଶୁଦ୍ଧ ରଖିବା ପାଇଁ ବିଭିନ୍ନ ଏଜେନ୍ସୀ ସହିତ ସମନ୍ଵୟ ରଖି ପଦକ୍ଷେପ ନେଇଛି।
ବୈଠକରେ ଶ୍ରୀ ବଳବନ୍ତ ସିଂହ ନିଆ ଯାଇଥିବା ପଦକ୍ଷେପ ସମ୍ପର୍କରେ ଏକ ପ୍ରେଜେଣ୍ଟେସନ୍ ଉପସ୍ଥାପିତ କରିଥିଲେ।

Previous Post

421 Officers Join State Civil Service Cadres

Next Post

ମଦ ବେପାରୀ ସାହୁ ବ୍ରଦର୍ସଙ୍କ ଟଙ୍କାର ପାହାଡ଼

Next Post
ମଦ ବେପାରୀ ସାହୁ ବ୍ରଦର୍ସଙ୍କ ଟଙ୍କାର ପାହାଡ଼

ମଦ ବେପାରୀ ସାହୁ ବ୍ରଦର୍ସଙ୍କ ଟଙ୍କାର ପାହାଡ଼

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA