Wednesday, March 11, 2026 09:20 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

୫୭ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟକୁ ମଞ୍ଜୁରୀ, ଓଡ଼ିଶାରେ ୬

ଜାତୀୟ ଶିକ୍ଷା ନୀତି ଅନୁଯାୟୀ ପ୍ରଥମ ଥର 'ବାଲ୍ ବାଟିକା'କୁ ଅନୁମୋଦନ

by Our Correspondent
03 Oct, 2025- 12:10 AM
in Latest News, News
1 min read
0
୫୭ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟକୁ ମଞ୍ଜୁରୀ, ଓଡ଼ିଶାରେ ୬

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ଓଡ଼ିଶା ସମେତ ଦେଶର ବେସାମରିକ କ୍ଷେତ୍ରରେ ୫୭ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଏହି ପ୍ରସ୍ତାବରେ ଓଡ଼ିଶାର ୬ଟି ସ୍ଥାନରେ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ମଞ୍ଜୁରୀ ଦିଆଯାଇଥିବାରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ସେ କହିଛନ୍ତି ଏହି ନୂତନ ବିଦ୍ୟାଳୟଗୁଡ଼ିକ ପ୍ରତିଷ୍ଠା ହେବାକୁ ଥିବା ଅଞ୍ଚଳରେ ଛାତ୍ରଛାତ୍ରୀଙ୍କ ଶିକ୍ଷାଗତ ଆବଶ୍ୟକତା ପୂରଣ କରିବାରେ ଏକ ବଡ଼ ପଦକ୍ଷେପ ହେବ । ଏହି ୫୭ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ପାଇଁ ମୋଟ ୫୮୬୨.୫୫ କୋଟି ଟଙ୍କା ଖର୍ଚ୍ଚ ହେବାର ଆକଳନ କରାଯାଇଛି । କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ପାଇଁ ପୁଞ୍ଜିଗତ ବ୍ୟୟ ୨୫୮୫.୫୨ କୋଟି ଟଙ୍କା ଥିବାବେଳେ ବିଦ୍ୟାଳୟର ପରିଚାଳନା ପାଇଁ ୩୨୭୭.୦୩ କୋଟି ଟଙ୍କା ଖର୍ଚ୍ଚ ହେବ । ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଓଡ଼ିଶା ସମେତ ସମଗ୍ର ଦେଶରେ ଉତ୍ତମ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ଏହି ନୂଆ ବିଦ୍ୟାଳୟ ମଞ୍ଜୁର ପ୍ରଦାନ କରାଯାଇଛି । ଶିକ୍ଷାର ବିକାଶ ଓ  ଛାତ୍ରଛାତ୍ରୀମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିବା ଦିଗରେ ଏହି ନିର୍ଣ୍ଣୟ ନେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଶ୍ରୀ ପ୍ରଧାନ କୃତଜ୍ଞତା ଜଣାଇଛନ୍ତି ।  

ଜାତୀୟ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରିତାର ଏକ ଅଂଶ ସ୍ୱରୂପ ଏହି ୫୭ଟି କେନ୍ଦ୍ରୀୟ ବିଦ୍ୟାଳୟକୁ ପ୍ରଥମ ଥର ପାଇଁ ‘ବାଲ୍ ବାଟିକା’ ସହିତ ଅନୁମୋଦନ କରାଯାଇଛି । ଏହି ବାଲ୍ ବାଟିକାରେ ୩ ବର୍ଷର ପ୍ରି-ପ୍ରାଇମେରୀ ବା ପ୍ରାରମ୍ଭିକ ଶିକ୍ଷା ଦିଆଯିବ । ପୂର୍ବରୁ ୮୫ଟି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାକୁ ଅନୁମୋଦନ ମିଳିଥିବା ପରେ ବର୍ତ୍ତମାନର ଏହି ପ୍ରସ୍ତାବ ଦେଶବ୍ୟାପୀ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ତଥା କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଥିବା ଚାହିଦାକୁ ପୂରଣ କରିବାରେ ଆହୁରି ସହାୟକ ହେବ ।

Previous Post

ସିବିଆଇ ତଦନ୍ତ ଦାବୀ କଲା ବିଜେଡି

Next Post

ଏସ୍ଆଇ ପରୀକ୍ଷା ଜାଲିଆତି: ବିଜେପି ସମ୍ପୃକ୍ତିର ପ୍ରମାଣ ରଖିଲା ବିଜେଡି

Next Post
ଏସ୍ଆଇ ପରୀକ୍ଷା ଜାଲିଆତି: ବିଜେପି ସମ୍ପୃକ୍ତିର ପ୍ରମାଣ ରଖିଲା ବିଜେଡି

ଏସ୍ଆଇ ପରୀକ୍ଷା ଜାଲିଆତି: ବିଜେପି ସମ୍ପୃକ୍ତିର ପ୍ରମାଣ ରଖିଲା ବିଜେଡି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19163 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA