Thursday, April 30, 2026 12:37 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଟିଭିରେ ରଥଯାତ୍ରା ଦେଖିଲେ ମୁଖ୍ୟମନ୍ତ୍ରୀ

by Our Correspondent
23 Jun, 2020- 11:59 PM
in Latest News, News
1 min read
0
ଟିଭିରେ ରଥଯାତ୍ରା ଦେଖିଲେ ମୁଖ୍ୟମନ୍ତ୍ରୀ
ଭୁୁବନେଶ୍ୱର: ଏବର୍ଷ କରୋନା କଟକଣା ପାଇଁ ରଥଯାତ୍ରା ଦେଖିବାକୁ ପୁରୀ ନ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିଭି ପରଦାରେ ଦେଖିଥିଲେ ରଥଯାତ୍ରାର ସିଧା ପ୍ରସାରଣ । ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ଲୋକସେବା ଭବନ ନିଜ ଚାମ୍ବରରେ ପଶୁ ପଶୁ ଟିଭି ସାମନାରେ ଛିଡ଼ା ହୋଇ ମହାପ୍ରଭୁଙ୍କୁ ଆଗ ହାତଯୋଡି ମୁଣ୍ଡିଆ ମାରିଥିଲେ । ତାପରେ ନିଜ ଆସନରେ ବସି ରଥଯାତ୍ରାର ସିଧା ପ୍ରସାରଣ ଦେଖିଥିଲେ । ମୁଖ୍ୟମନ୍ତ୍ରୀଙ୍କ ପାଖରେ ବସି ରଥଯାତ୍ରା ଦେଖିଥିଲେ ତାଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ୍ ।

ପରେ ମୁଖ୍ୟମନ୍ତ୍ରୀ ଟ୍ୱିଟ୍ ଜରିଆରେ ନିଜର ଭାବବ୍ୟକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ‘ରଥରେ ମହାପ୍ରଭୁଙ୍କୁ ଦେଖି ମନ ବିଭୋର ହୋଇଯାଉଛି । ରଥ ଉପରେ ମହାପ୍ରଭୁଙ୍କ ଅପୂର୍ବ ଶୋଭା ହୃଦୟକୁ ଭକ୍ତିଭାବରେ ରସାଣିତ କରୁଛି । ମହାପ୍ରଭୁ ଆମ ସମସ୍ତଙ୍କର ଗୁହାରି ନିଶ୍ଚିତ ଶୁଣିବେ । ଏ କଠିନ ସମୟ ଶୀଘ୍ର ଦୂର ହେବ ଏବଂ ସମସ୍ତଙ୍କର ମଙ୍ଗଳ ହେବ । ସବୁ ମହାପ୍ରଭୁଙ୍କ ଇଚ୍ଛା ।’

ବଡ଼ଦାଣ୍ଡରେ ମହାପ୍ରଭୁ ବଳଭଦ୍ରଙ୍କ ରଥ ଗଡ଼ିଲା ବେଳକୁ ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ରଥଯାତ୍ରାର ସ୍ୱତନ୍ତ୍ର ବିଶେଷାଙ୍କ ‘ଉତ୍କଳ ପ୍ରସଙ୍ଗ’ ଏବଂ ‘ଓଡ଼ିଶା ରିଭ୍ୟୁ’ ର ଲୋକାର୍ପଣ କରିଥିଲେ ।
ମହାପ୍ରଭୁଙ୍କ ରଥଯାତ୍ରା ବ୍ୟବସ୍ଥିତ ଓ ଶୃଙ୍ଖଳାର ସହ ଠିକ ସମୟରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିଛନ୍ତି । ଏଥିପାଇଁ ସମସ୍ତଙ୍କୁ ବିଶେଷକରି ସେବାୟତ, ଶ୍ରୀମନ୍ଦିର ପ୍ରଶାସନ, ପୁରୀ ଜିଲ୍ଲା ପ୍ରଶାସନ, ସ୍ୱାସ୍ଥ୍ୟ ବିଭାଗ ଓ ପୁଲିସ ପ୍ରଶାସନକୁ ଧନ୍ୟବାଦ ଜଣାଇଛନ୍ତି । ପୁରୀ ଜନସାଧାରଣଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ସାଧୁବାଦ ଜଣାଇଛନ୍ତି ।
Previous Post

ବିିଶ୍ୱ ଦେଖିଲା ‘ଶୃଙ୍ଖଳା’ର ରଥଯାତ୍ରା

Next Post

କ୍ରିଷନ୍ କୁମାରଙ୍କ କାର୍ଯ୍ୟକୁ ସବୁଆଡୁ ପ୍ରଶଂସା

Next Post
କ୍ରିଷନ୍ କୁମାରଙ୍କ କାର୍ଯ୍ୟକୁ ସବୁଆଡୁ ପ୍ରଶଂସା

କ୍ରିଷନ୍ କୁମାରଙ୍କ କାର୍ଯ୍ୟକୁ ସବୁଆଡୁ ପ୍ରଶଂସା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA