Sunday, September 6, 2026 08:05 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମାର୍ଚ୍ଚ ୨୪ ରେ ପୌର ନିର୍ବାଚନ

୨୪ ରେ ଭୋଟ, ୨୬ ରେ ରେଜଲ୍ଟ

by Our Correspondent
25 Feb, 2022- 02:15 PM
in Latest News, News
1 min read
0
ମାର୍ଚ୍ଚ ୨୪ ରେ ପୌର ନିର୍ବାଚନ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ସରିଲା କ୍ଷଣି ବାଜିଲା ପୌର ନିର୍ବାଚନ ବିଗୁଲ୍ ।  ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ହେବ ପୌର ନିର୍ବାଚନ । ମାର୍ଚ୍ଚ ୨୬ ରେ ଭୋଟ ଗଣତି ହୋଇ ଫଳ ପ୍ରକାଶ ପାଇବ । ଫେବ୍ରୁଆରୀ ୨୮ ତାରିଖରେ ନିର୍ବାଚନ କମିସନଙ୍କ ପକ୍ଷରୁ ପୌର ନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇବ । ରାଜ୍ୟ ନିର୍ବାଚନ କମିସନର ଆଦିତ୍ୟ ପ୍ରସାଦ ପାଢ଼ୀ ଆଜି ସାମ୍ବାଦିକ ସମ୍ମିଳନୀରେ ଏହି ଘୋଷଣା କରିଛନ୍ତି ।

ସୂଚନା ଅନୁଯାୟୀ, ମାର୍ଚ୍ଚ ୨ରୁ ମାର୍ଚ୍ଚ ୭ ତାରିଖ ପର୍ଯ୍ୟନ୍ତ ମନୋନୟନପତ୍ର ଦାଖଲ ହେବ । ମାର୍ଚ୍ଚ ୯ ତାରିଖରେ ମନୋନୟନପତ୍ର ଯାଞ୍ଚ ହେବ । ମାର୍ଚ୍ଚ ୧୪ ସୁଦ୍ଧା ମନୋନୟନପତ୍ର ପ୍ରତ୍ୟାହାର ହେବ ।

ମେୟର ଏବଂ ପୌରାଧ୍ୟକ୍ଷ ନିର୍ବାଚନ ଏଥର ସିଧାସଳଖ ହେବ । ଇଭିଏମ୍ ରେ ଭୋଟ ଗ୍ରହଣ ହେବ । ପ୍ରତି ବୁଥ୍ ରେ ଦୁଇଟି ଇଭିଏମ୍ ରହିବ । ଗୋଟିଏ ଇଭିଏମ୍ ରେ ମେୟର କିମ୍ବା ପୌରାଧ୍ୟକ୍ଷଙ୍କୁ ଭୋଟ ଦେବାକୁ ହେବ । ଦ୍ୱିତୀୟ ଇଭିଏମ୍ ରେ କାଉନସିଲର କିମ୍ବା କର୍ପୋରେଟରଙ୍କୁ ଭୋଟ ଦିଆଯିବ । ପ୍ରଥମ ଥର ପାଇଁ ଏଥର ପୌର ନିର୍ବାଚନରେ ‘ନୋଟା’ ବିକଳ୍ପ ରହିବ ।
ଏପ୍ରିଲ ୭ ରେ ପୌର ଉପାଧ୍ୟକ୍ଷ ଏବଂ ଏପ୍ରିଲ୍ ୮ ରେ ଡେପୁଟି ମେୟର ନିର୍ବାଚନ ହେବ ।

୧୦୬ ଟି ଏନଏସି/ମୁ୍ୟନିସିପାଲିଟି ଏବଂ ୩ ଟି ମହାନଗର ନିଗମରେ ନିର୍ବାଚନ ଅନୁଷ୍ଠିତ ହେବ । ଏହି ମହାନଗର ନିଗମଗୁଡ଼ିକ ହେଉଛି ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁର । ଅଦାଲତି ମାମଲା ପାଇଁ ପୁରୀ ମୁ୍ୟନିସିପାଲିଟ ଏବଂ ସମ୍ବଲପୁର, ରାଉରକେଲା ମହାନଗର ନିଗମରେ ନିର୍ବାଚନ ହେବ ନାହିଁ ।

ସୂଚନାଥାଉକି, ଆସନ ସଂରକ୍ଷଣ ବିବାଦ ପାଇଁ ପ୍ରାୟ ୩ ବର୍ଷ ଧରି ଝୁଲି ରହିଥିଲା ରାଜ୍ୟ ପୌର ନିର୍ବାଚନ ।

Previous Post

ଶାସ୍ତ୍ରୀନଗର ବାସିନ୍ଦା ଓ ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ରକ୍ତଦାନ ଶିବିର

Next Post

ୟୁକ୍ରେନ୍ ରେ ଫସିଥିବା ଓଡ଼ିଆଙ୍କ ଉଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ତତ୍ପରତା

Next Post
ୟୁକ୍ରେନ୍ ରେ ଫସିଥିବା ଓଡ଼ିଆଙ୍କ ଉଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ତତ୍ପରତା

ୟୁକ୍ରେନ୍ ରେ ଫସିଥିବା ଓଡ଼ିଆଙ୍କ ଉଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ତତ୍ପରତା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA