ଭୁବନେଶ୍ଵର : ଶ୍ରୀମତୀ ଉଷା ପାଢ଼ୀ ଗୃହ ନିର୍ମାଣ ଓ ନଗର ଉନ୍ନୟନ (ଏଚ୍ ଆଣ୍ଡୟୁଡି) ବିଭାଗର ପ୍ରମୁଖ ସଚିବ ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ କରିବା ପରେ ବିଭାଗୀୟ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରି ଏହାର ଭବିଷ୍ୟତ ପାଇଁ ନିଜର ଦୃଷ୍ଟିକୋଣ ନେଇ ଆଲୋଚନା କରିଥିଲେ।





MiddayOdisha fills a gap in local media for the numerous speakers living and visiting Odisha and outside Odisha.
© 2020-2022 MIDDAY ODISHA