Saturday, November 15, 2025 08:21 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଆଉ ନାହାନ୍ତି ଜାକିର ହୁସେନ

by Our Correspondent
15 Dec, 2024- 11:35 PM
in Latest News, News
1 min read
0
ଆଉ ନାହାନ୍ତି ଜାକିର ହୁସେନ

ଭୁବନେଶ୍ୱର: ବିଶ୍ୱବିଖ୍ୟାତ ତବଲା ବାଦକ ଉସ୍ତାଦ ଜାକିର ହୁସେନ ଆଉ ନାହାନ୍ତି । ହୃଦରୋଗରେ ପୀଡ଼ିତ ହୋଇ ଆମେରିକାର ସାନ ଫ୍ରାନସିସକୋର ଏକ ହସ୍ପିଟାଲ୍ ରେ ଆଖି ବୁଜି ଦେଇଛନ୍ତି । ତାଙ୍କୁ ୭୩ ବର୍ଷ ହୋଇଥିଲା । ଜାକିର ହୁସେନଙ୍କ ପରଲୋକରେ ସମଗ୍ର ଦେଶରେ ଶୋକର ଛାୟା ଖେଳିଯାଇଛି । ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ସବୁ ବର୍ଗର ବିଶିଷ୍ଟ ବ୍ୟକ୍ତିମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ହୃଦଜନିତ ସମସ୍ୟା ଯୋଗୁଁ ତିନି ଦିନ ତଳେ ସାନ ଫ୍ରାସସିସକୋର ଏକ ହସ୍ପିଟାଲ୍ ରେ ଭର୍ତ୍ତି ହୋଇଥିଲେ ଜାକିର ହୁସେନ । ମାତ୍ର ଡାକ୍ତରମାନଙ୍କ ସମସ୍ତ ଚେଷ୍ଟା ସତ୍ତ୍ୱେ ତାଙ୍କୁ ବଞ୍ଚାଇ ପାରିନାହାନ୍ତି । ଆଖି ବୁଜି ଦେଇଛନ୍ତି ସଙ୍ଗୀତ ଜଗତର ଏହି ମହାନ ବ୍ୟକ୍ତିତ୍ୱ ।

ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ ଜାକିର ହୁସେନ । ତାଙ୍କ ପିତା ଉସ୍ତାଦ୍ ଆଲ୍ଲା ରାଖା ମଧ୍ୟ ଜଣେ ପ୍ରସିଦ୍ଧ ତବଲା ବାଦକ ଥିଲେ । ପିତାଙ୍କୁ ଦେଖି ଜାକିର ହୁସେନ ଖୁବ କମ ବୟସରେ ତବଲା ଶିଖିବା ଆରମ୍ଭ କରିଥିଲେ । ତାଙ୍କ ପିତା ହିଁ ଥିଲେ ତାଙ୍କର ପ୍ରଥମ ଗୁରୁ । ୧୧ ବର୍ଷ ବୟସରେ ସେ ପିତାଙ୍କଠାରୁ ତବଲା ତାଲିମ ନେଇଥିଲେ । ପରବର୍ତ୍ତୀ ସମୟରେ ବିଶ୍ୱ ଦରବାରରେ ସେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ । ତବଲା ଜଗତର ସେ ବନିଥିଲେ ବାଦଶାହା ।

ଶାସ୍ତ୍ରୀୟ ସଙ୍ଗୀତ ଜଗତକୁ ତାଙ୍କର ଅତୁଳନୀୟ ଅବଦାନ ପାଇଁ ୩ ଥର ଗ୍ରାମି ପୁରସ୍କାର ପାଇଥିଲେ । ୧୯୮୮ ରେ ପଦ୍ମଶ୍ରୀ, ୨୦୦୨ରେ ପଦ୍ମ ବିଭୂଷଣ ସମ୍ମାନ ପାଇଥିଲେ । ୧୯୯୯ ମସିହାରେ ତାଙ୍କୁ ଆମେରିକାର ନ୍ୟାସନାଲ୍ ଆଣ୍ଡୋମେଣ୍ଟ ଫର୍ ଦି ଆର୍ଟ ପକ୍ଷରୁ ନ୍ୟାସନାଲ୍ ହେରିଟେଜ୍ ଫେଲୋସିପ୍ ପ୍ରଦାନ କରାଯାଇଥିଲା ।

Previous Post

କିଟରେ ୫ମ କଳିଙ୍ଗ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଉଦ୍‍ଯାପିତ

Next Post

ବିଷ୍ଣୁପଦ ବିବାଦ: କାଠଗଡ଼ାରେ ମୋହନ ସରକାର

Next Post
ବିଷ୍ଣୁପଦ ବିବାଦ: କାଠଗଡ଼ାରେ ମୋହନ ସରକାର

ବିଷ୍ଣୁପଦ ବିବାଦ: କାଠଗଡ଼ାରେ ମୋହନ ସରକାର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19120 shares
    Share 7648 Tweet 4780
  • ନବୀନ..ନବୀନ, ମୋହନ..ମୋହନ

    16589 shares
    Share 6636 Tweet 4147
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7293 shares
    Share 2917 Tweet 1823
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5804 shares
    Share 2322 Tweet 1451
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5478 shares
    Share 2191 Tweet 1370

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA