Friday, May 8, 2026 06:11 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କିସ୍‍ ଓ କିଟରେ ବଲିଉଡ୍‍ ଅଭିନେତା ଉତ୍କର୍ଷ ଶର୍ମା

by Our Correspondent
20 Nov, 2024- 06:54 PM
in Entertainment, News
1 min read
0
କିସ୍‍ ଓ କିଟରେ ବଲିଉଡ୍‍ ଅଭିନେତା ଉତ୍କର୍ଷ ଶର୍ମା

ଭୁବନେଶ୍ୱର: ବଲିଉଡ୍‍ ଅଭିନେତା ଉତ୍କର୍ଷ ଶର୍ମା ଆଜି କିଟ୍‍ ଓ କିସ୍‍ ପରିଦର୍ଶନ କରି ଫେରିଯାଇଛନ୍ତି । କିସ୍‍ର ୪୦ ହଜାର ପିଲାଙ୍କ ମଧ୍ୟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ବନବାସ’ର ପ୍ରଚାର ପାଇଁ ସେ ମୁମ୍ବାଇରୁ କିସ୍‍ ଆସିଥିଲେ । ଡିସେମ୍ବର ୨୦ରେ ମୁକ୍ତିଲାଭ କରିବ ‘ବନବାସ’ । ଉତ୍କର୍ଷଙ୍କ ପିତା ତଥା ବିଶିଷ୍ଟ ବଲିଉଡ୍‍ ନିର୍ଦ୍ଦେଶକ ଓ ନିର୍ମାତା ଅନୀଲ ଶର୍ମା କିସ୍‍ ଓ ଏହାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ବିଷୟରେ ଶୁଣିଥିଲେ । ତେଣୁ ସେ ମୁମ୍ବାଇ ଛାଡ଼ି କିସ୍‍ ପିଲାଙ୍କ ସହ ଚଳଚ୍ଚିତ୍ର ‘ବନବାସ’ର ପ୍ରଚାର ପାଇଁ ଉତ୍କର୍ଷଙ୍କୁ କିସ୍‍ ପଠାଇଥିଲେ । ଉତ୍କର୍ଷଙ୍କ ସହ ତାଙ୍କ ମାଆ ଓ ଭଉଣୀ ମଧ୍ୟ କିସ୍‍ ଆସିଥିଲେ। ଆଜି ସକାଳେ ସେମାନେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ଭିକ୍ଷା କରିଥିଲେ । ଅପରାହ୍ନରେ କିଟ୍‍ ଓ କିସ୍‍ ପରିଦର୍ଶନ କରିବା ପରେ କିସ୍‍ର ୪୦ ହଜାର ଛାତ୍ରଛାତ୍ରୀଙ୍କ ସହ ସମୟ ଅତିବାହିତ କରିଥିଲେ ।

କିସ୍‍ କ୍ୟାମ୍ପସ ଦେଖି ସେ ଅଭିଭୂତ ହୋଇ କହିଥିଲେ, ମୁଁ ଦେଶ ଓ ବିଦେଶର ଅନେକ ସ୍ଥାନ ବୁଲିଛି । କିନ୍ତୁ କିସ୍‍ ଭଳି ସ୍ଥାନ କେଉଁଠି ଦେଖିନାହିଁ । ଏଠାରେ ପିଲାଙ୍କ ରହିଥିବା ଭିତ୍ତିଭୂମି ବିଶ୍ୱସ୍ତରୀୟ । କାରଣ ମୁଁ ମୁମ୍ବାଇ ଓ ଆମେରିକାରେ ପାଠ ପଢ଼ିଥିଲେ ମଧ୍ୟ ସେଠାରେ ଯେଉଁ ଭିତ୍ତିଭୂମି ରହିଛି ତାଠାରୁ ଏଠାରେ ଅତି ଉନ୍ନତ ଭିତ୍ତିଭୂମି ରହିଛି । ଏଠାରେ ଛାତ୍ରଛାତ୍ରୀଙ୍କ ପାଇଁ ସେମାନଙ୍କ ପ୍ରତିଭା ଓ ଦକ୍ଷତା ବିକାଶ ପାଇଁ ବିଶ୍ୱସ୍ତରୀୟ ବ୍ୟବସ୍ଥା ରହିଛି । ଏହାର ସଦୁପଯୋଗ ପାଇଁ ସେ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ ।

ଶ୍ରୀ ସାମନ୍ତଙ୍କ କାର୍ଯ୍ୟକୁ ଉଚ୍ଚ ପ୍ରଶଂସା କରି ସେ କହିଲେ, ଦେଶର ଅନେକ ସମାଜ ପାଇଁ ଅନେକ କିଛି କରିଛନ୍ତି । କିନ୍ତୁ ଅଚ୍ୟୁତ ସାମନ୍ତ ଯାହା କରୁଛନ୍ତି ତାହା କଳ୍ପନାର ବାହାରେ । ଏଠାରେ ୪୦ ହଜାର ଜନଜାତି ଛାତ୍ରଛାତ୍ରୀଙ୍କ ମଧ୍ୟରେ ଭଗବାନ ବିରାଜମାନ କରୁଥିବା ମୁଁ ଦେଖିପାରୁଛି। ସେମାନଙ୍କ ଶୁଭେଚ୍ଛା ଓ ଭଲ ପାଇବା ମୋତେ ଅଭିଭୂତ କରିଛି ବୋଲି ସେ କହିଥିଲେ । ପରେ ସେ କିଟ୍‍ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ସହ କିଛି ସମୟ ଅତିବାହିତ କରିଥିଲେ । ନିଜ ଚଳଚ୍ଚିତ୍ର ଉପରେ ସେ କହିଲେ, ଏହି ଚଳଚ୍ଚିତ୍ରଟି ସମ୍ପୂର୍ଣ୍ଣ ପାରିବାରିକ ଓ ମନୋରଞ୍ଜନଧର୍ମୀ । ସନ୍ତାନଙ୍କ ଲାଳନ ପାଳନ କରିବା ପିତାମାତଙ୍କ କର୍ମ ହୋଇଥିବା ବେଳେ ପିତାମାତାଙ୍କୁ ସମ୍ମାନ କରିବା ଓ ପରବର୍ତ୍ତୀ ସମୟରେ ସେମାନଙ୍କ ଯତ୍ନ ନେବା ହେଉଛି ପିଲାଙ୍କ ଧର୍ମ ବୋଲି ସେ କହିଥିଲେ ।

Previous Post

CM’s Singapore Visit Highlights Investments and Growth Opportunities

Next Post

ଇତିହାସ ସୃଷ୍ଟି କଲା କିଟ୍‍ ଲ’ ସ୍କୁଲ୍‍

Next Post
ଇତିହାସ ସୃଷ୍ଟି କଲା କିଟ୍‍ ଲ’ ସ୍କୁଲ୍‍

ଇତିହାସ ସୃଷ୍ଟି କଲା କିଟ୍‍ ଲ’ ସ୍କୁଲ୍‍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA