Friday, February 20, 2026 12:39 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବର୍ଷୀୟାନ୍ ଅଭିନେତା ରବି ମିଶ୍ରଙ୍କ ପରଲୋକ

by Our Correspondent
20 Jan, 2021- 02:39 PM
in Latest News, News
1 min read
0
ବର୍ଷୀୟାନ୍ ଅଭିନେତା ରବି ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର: ବର୍ଷ ବର୍ଷ ଧରି ନିଜର ଅଭିନୟ ଯାଦୁରେ ଦର୍ଶକଙ୍କୁ ହସେଇ ହସେଇ ବେଦମ୍ କରୁଥିବା ବର୍ଷୀୟାନ୍ ଅଭିନେତା ରବି ମିଶ୍ର ଆଉ ନାହାନ୍ତି । ହୃଦଘାତ୍ ରେ ତାଙ୍କର ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା । ଟେଲି ସିରିୟଲ୍ ‘ଗୋପାଳ ରହସ୍ୟ’ ର ମୁଖ୍ୟ ଚରିତ୍ରରେ ଅଭିନୟ କରି ଘରେ ଘରେ ପରିଚିତ ଏହି ଲୋକପ୍ରିୟ ଅଭିନେତାଙ୍କ ଅକାଳ ବିୟୋଗ ମଞ୍ଚ ଓ ଫିଲ୍ମ ଜଗତରେ ଶୋକର ଛାୟା ଖେଳାଇ ଦେଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କଠାରୁ ଆରମ୍ଭ କରି କଳା ଓ ସଂସ୍କୃତି ଜଗତର ବିଶିଷ୍ଟ ବ୍ୟକ୍ତିମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଏକ ଘରୋଇ ଚାନେଲରେ ପ୍ରସାରିତ ମେଗା ସିରିୟଲ୍ ‘ହେ ପ୍ରଭୁ’ ର ସୁଟିଂ ବେଳେ ଗତକାଲି ଶ୍ରୀ ମିଶ୍ର ଅସୁସ୍ଥ ହୋଇପଡ଼ିଥିଲେ । ମିଛିମିଛିକା ହୃଦଘାତ୍ ର ଏକ ଦୃଶ୍ୟକୁ ଜୀବନ୍ତ କରିବାକୁ ଚେଷ୍ଟା କରି ନିଜେ ହୃଦଘାତ୍ ର ଶିକାର ହୋଇଥିଲେ । ଚିକିତ୍ସା ପାଇଁ ପ୍ରଥମେ ତାଙ୍କୁ କଟକ ବଡ଼ ମେଡ଼ିକାଲ୍ ରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କୁ ଭୁବନେଶ୍ୱରର କେୟାର୍ ହସ୍ପିଟାଲ୍ ରେ ଭର୍ତ୍ତି କରାଯାଇଥିଲା । ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳୁ ତାଙ୍କର ମୃତ୍ୟୁ ହୋଇଯାଇଛି ।

ନିଖୁଣ ଓ ବଳିଷ୍ଠ ଅଭିନୟ ଜରିଆରେ ରବି ମିଶ୍ର ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ । ମଞ୍ଚ ନାଟକ ସହ ଅନେକ ଫିଲ୍ମ ଓ ଟେଲି ସିରିୟଲ୍ ରେ ତାଙ୍କର ନିଖୁଣ ଅଭିନୟର ଛାପ ଛାଡ଼ି ଦେଇଛନ୍ତି । ଟେଲି ସିରିୟଲ୍ ‘ଗୋପାଳ ରହସ୍ୟ’ ର ମୁଖ୍ୟ ଚରିତ୍ର ତାଙ୍କୁ ଘରେ ଘରେ ପରିଚିତ କରାଇଥିଲା । ଅପରାହ୍ନରେ କଟକ ଖାନନଗର ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେଉଥିବା ପରିବାର ସୂତ୍ରରୁ ଜଣାପଡ଼ିଛି ।

Previous Post

୨୦୨୨ ମଧ୍ୟଭାଗ ସୁଦ୍ଧା ରାଉରକେଲାରେ ବିଶ୍ୱସ୍ତରୀୟ ହକି ଷ୍ଟାଡିୟମ୍

Next Post

କୋଏମ୍ବାଟୁରରୁ କଳାହାଣ୍ଡି ଫେରିଲା ଗଜେନ୍ଦ୍ରଙ୍କ ଶବ

Next Post
କୋଏମ୍ବାଟୁରରୁ କଳାହାଣ୍ଡି ଫେରିଲା ଗଜେନ୍ଦ୍ରଙ୍କ ଶବ

କୋଏମ୍ବାଟୁରରୁ କଳାହାଣ୍ଡି ଫେରିଲା ଗଜେନ୍ଦ୍ରଙ୍କ ଶବ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA