Sunday, May 24, 2026 02:19 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଆରପାରିରେ କାହ୍ନୁଚରଣ ଲେଙ୍କା

by Our Correspondent
13 Feb, 2026- 07:09 PM
in Latest News, News
1 min read
0
ଆରପାରିରେ କାହ୍ନୁଚରଣ ଲେଙ୍କା

ଭୁବନେଶ୍ୱର: କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କର ଆଜି ପରଲୋକ ହୋଇଯାଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ବାର୍ଦ୍ଧକ୍ୟଜନିତ କାରଣରୁ ସେ ଅସୁସ୍ଥ ରହୁଥିଲେ । ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଥିଲା ବେଳେ ଆଜି ହୃଦଘାତର ଶିକାର ହୋଇଥିଲେ । ତାଙ୍କୁ ବଞ୍ଚାଇବା ପାଇଁ ଡାକ୍ତରମାନଙ୍କ ପ୍ରବଳ ଉଦ୍ୟମ ସତ୍ତ୍ୱେ ସକାଳ ୯ଟା ୪୫ ମିନିଟ୍ ରେ ସେ ଆଖି ବୁଜିଦେଇଥିଲେ । ତାଙ୍କୁ ୮୬ ବର୍ଷ ହୋଇଥିଲା । ଏହି ବରିଷ୍ଠ ରାଜନେତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି ।

ସ୍ୱର୍ଗତ କାହ୍ନୁଚରଣ ଲେଙ୍କା ୧୯୩୯ ମସିହା ମାର୍ଚ୍ଚ ୨ ତାରିଖରେ କଟକ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ଦୀର୍ଘ ଚାରି ଦଶନ୍ଧି ଧରି କଂଗ୍ରେସ ରାଜନୀତିରେ ସକ୍ରିୟ ଥିଲେ । ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କର ଥିଲେ ଅନୁଗତ । ଉଭୟ ରାଜ୍ୟ ଓ କେନ୍ଦ୍ର ରାଜନୀତିରେ ତାଙ୍କର ପାରଙ୍ଗମ ଥିଲା । ଚୌଦ୍ୱାର ଆସନରୁ ୧୯୭୧, ୧୯୭୪, ୧୯୮୦ ଏବଂ ୧୯୯୫ ଏହିଭଳି ଚାରି ଥର ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୧୯୮୮ରୁ ୧୯୯୪ ଯାଏ ରାଜ୍ୟସଭା ସାଂସଦ ଥିଲେ । ପି.ଭି ନରସିଂହ ରାଓଙ୍କ ସରକାରରେ ଦୁଇ ଦୁଇଟି ଗୁରୁତ୍ୱପୂର୍ଣ୍ଣ ବିଭାଗର ରାଷ୍ଟ୍ରମନ୍ତ୍ରୀ ଦାୟିତ୍ୱ ସଫଳତାର ସହ ତୁଲାଇଥିଲେ । ତାଙ୍କ ହାତରେ ରେଳ ଏବଂ କୃଷି ବିଭାଗ ଥିଲା । ଓଡ଼ିଶାର ରେଳବାଇ ବିକାଶ କ୍ଷେତ୍ରରେ ତାଙ୍କର ଯଥେଷ୍ଟ ଅବଦାନ ଥିଲା ।

ତାଙ୍କ ବିୟୋଗ ଖବର ପାଇ ବିଜେବି ନଗରସ୍ଥିତ ବାସଭବନରେ ପ୍ରବଳ ଭିଡ଼ ହୋଇଥିଲା । ସବୁ ଦଳର ରାଜନେତାମାନେ ସେଠାରେ ପହଞ୍ଚି ଶେଷ ଦର୍ଶନ ଥିଲେ । ସେଠାରୁ ତାଙ୍କର ପାର୍ଥିବ ଶରୀର ପ୍ରଥମେ ବିଧାନସଭା ପ୍ରାଙ୍ଗଣ ଏବଂ କଂଗ୍ରେସ ଭବନ ଅଣାଯାଇଥିଲା । ଏହାପରେ ତାଙ୍କର ପୈତୃକ ଗ୍ରାମ ଫୁଲନଖରା ଅନ୍ତର୍ଗତ ଆରଡ଼ା ନିଆଯାଇଥିଲା । ସଂଧ୍ୟାରେ ପୁରୀ ସ୍ୱର୍ଗଦ୍ୱାରରେ ଅନ୍ତିମ ସଂସ୍କାର କରାଯାଇଛି । ଏକମାତ୍ର ପୁଅ ମୁଖାଗ୍ନି ଦେଇଥିଲା ବେଳେ ଏକମାତ୍ର ଝିଅ ଏବଂ ଅନ୍ୟାନ୍ୟ ଆତ୍ମୀୟସ୍ୱଜନ ଉପସ୍ଥିତ ଥିଲେ ।

ସ୍ୱର୍ଗତ ଲେଙ୍କାଙ୍କ ବିୟୋଗରେ ରାଜ୍ୟପାଳ ଡ. ହରିବାବୁ କୁମ୍ବମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ ଓରାମ୍, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ପିସିସି ସଭାପତି ଭକ୍ତ ଚରଣ ଦାସ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଶୋକବ୍ୟକ୍ତ କରିଛନ୍ତି । ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି ମୁଖ୍ୟମନ୍ତ୍ରୀ ।

 

Previous Post

କିଟରେ ୟୁନେସ୍କୋ ଅନ୍ତର୍ଜାତୀୟ ଐତିହ୍ୟ ଆଇନ ପାଠ୍ୟକ୍ରମ

Next Post

‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ

Next Post
‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ

‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA