Wednesday, March 4, 2026 10:26 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଅରୁଣ ଦେ’ ଙ୍କ ପରଲୋକ

by Our Correspondent
02 Aug, 2021- 10:51 PM
in Latest News, News
1 min read
0
ଅରୁଣ ଦେ’ ଙ୍କ ପରଲୋକ

ଭୁବନେଶ୍ୱର: ବର୍ଷୀୟାନ୍ ନେତା ତଥା ବାଲେଶ୍ୱରର ପୂର୍ବତନ ବିଧାୟକ ଅରୁଣ ଦେ’ ଆଉ ନାହାନ୍ତି । ଆମ୍ରି ହସ୍ପିଟାଲ୍ ରେ ଚିକିତ୍ସିତ ହେଉଥିବା ବେଳେ ଆଜି ସଂଧ୍ୟା ୭.୨୦ ରେ ତାଙ୍କର ପରଲୋକ ଘଟିଛି । ତାଙ୍କୁ ୭୬ ବର୍ଷ ହୋଇଥିଲା । ଏହି ଭେଟେରାନ୍ ନେତାଙ୍କ ବିୟୋଗ ବିଭିନ୍ନ ମହଲରେ ଶୋକର ଛାୟା ଖେଳାଇ ଦେଇଛି ।

ଗତମାସରେ ଶ୍ରୀ ଦେ’ ଥଣ୍ଡା ଏବଂ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଚିକିତ୍ସା ପାଇଁ ତାଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ତେବେ ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିବାରୁ ଜୁଲାଇ ୯ ତାରିଖରେ ଭୁବନେଶ୍ୱର ଅଣାଯାଇଥିଲା । କୋଭିଡ୍ ରୁ ସେ ସୁସ୍ଥ ହୋଇଥିଲେ ମଧ୍ୟ କୋଭିଡ୍ ପରବର୍ତ୍ତୀ ଜଟିଳତା ଯୋଗୁଁ ତାଙ୍କ ଅବସ୍ଥା ଅଧିକ ବିଗିଡ଼ି ଯାଇଥିଲା ।

ବାଲେଶ୍ୱର ସଦର ଆସନରୁ ୫ ଥର ବିଧାୟକ ହୋଇଥିଲେ ଶ୍ରୀ ଦେ’ । ସେଥିମଧ୍ୟରୁ ତିନି ଥର ସିପିଆଇ ଟିକେଟରେ ଜିତିଥିଲେ । ଥରେ ସ୍ୱାଧୀନ ପ୍ରାର୍ଥୀ ଲଢ଼ି ଜିତିଥିଲା ବେଳେ ଆଉ ଥରେ ଓଡ଼ିଶା ଗଣ ପରିଷଦ ପ୍ରାର୍ଥୀ ହୋଇ ଜିତିଥିଲେ । ଶେଷଥର ପାଇଁ ୨୦୧୪ ସାଧାରଣ ନିର୍ବାଚନରେ କଂଗ୍ରେସ ଟିକେଟରେ ଲଢ଼ିଥିଲେ ମଧ୍ୟ ବିଜେଡ଼ି ପ୍ରାର୍ଥୀ ଜୀବନ ପ୍ରଦୀପ ଦାସଙ୍କଠାରୁ ସେ ବହୁ ଭୋଟ ବ୍ୟବଧାନରେ ପରାସ୍ତ ହୋଇଥିଲେ । ଗତ ବାଲେଶ୍ୱର ଉପନିର୍ବାଚନ ବେଳେ ସେ ବିଜେଡ଼ିରେ ଯୋଗ ଦେଇଥିଲେ ।

ଅରୁଣ ଦେ’ ଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି । ଜନପ୍ରତିନିଧି ଭାବେ ତାଙ୍କ ଲୋକାଭିମୁଖୀ କାର୍ଯ୍ୟ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରି ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ସବୁ ଦଳର ନେତାମାନେ ଶ୍ରୀ ଦେ’ ଙ୍କ ବିୟୋଗରେ ଶୋକପ୍ରକାଶ କରିଛନ୍ତି ।

Previous Post

ଉପେନ୍ଦ୍ର ତ୍ରିପାଠୀ ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା

Next Post

ଚାକିରିରୁ ବିଦା ହେଲେ ବିରଞ୍ଚି ସାହୁ

Next Post
ଚାକିରିରୁ ବିଦା ହେଲେ ବିରଞ୍ଚି ସାହୁ

ଚାକିରିରୁ ବିଦା ହେଲେ ବିରଞ୍ଚି ସାହୁ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19162 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA