Tuesday, May 13, 2025 10:33 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

କଂଗ୍ରେସ ପକ୍ଷରୁ ରାଜ୍ୟସ୍ତରୀୟ ଅକ୍ଷିମୁଠି ଅନୁକୂଳ

by Our Correspondent
30 Apr, 2025- 11:54 PM
in Latest News, News
1 min read
0
କଂଗ୍ରେସ ପକ୍ଷରୁ ରାଜ୍ୟସ୍ତରୀୟ ଅକ୍ଷିମୁଠି ଅନୁକୂଳ

ଭୁବନେଶ୍ୱରତା: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଆହ୍ୱାନ କ୍ରମେ ଆଜି ରାଜ୍ୟର ସମସ୍ତ ଜିଲ୍ଲାରେ ଜିଲ୍ଲା କଂଗ୍ରେସ କମିଟି ଓ ଜିଲ୍ଲା କିଷାନ କଂଗ୍ରେସର ମିଳିତ ଆନୁକୂଲ୍ୟରେ ପାରମ୍ପରିକ ରୀତିରେ କ୍ଷେତରେ ଅଖିମୁଠି ଅନୁକୂଳ କରାଯାଇଛି ।ସେହିପରି ଖୋର୍ଦ୍ଧା ଜିଲ୍ଲା ଭୁବନେଶ୍ୱର ବ୍ଲକ ଅନ୍ତର୍ଗତ ଟିକରପଡ଼ା ଗ୍ରାମପଞ୍ଚାୟତର କଲ୍ୟାଣପୁରଠାରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟି ସଭାପତି ବିଶ୍ୱଜିତ ଦାଶଙ୍କ ପୌରହିତ୍ୟରେ ଆୟୋଜିତ ରାଜ୍ୟସ୍ତରୀୟ ଅକ୍ଷିମୁଠି ଅନୁକୂଳ ଉତ୍ସବରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପାରମ୍ପରିକ ରୀତିରେ କ୍ଷେତରେ ଭୂମିପୂଜା କରିବା ସହିତ ଅକ୍ଷିମୁଠି ଅନୁକୂଳର ଶୁଭାରମ୍ଭ କରିଥିଲେ ।

ଏହି ଅବସରରେ ସଭାପତି ଶ୍ରୀଯୁକ୍ତ ଦାସ ରାଜ୍ୟର ସମସ୍ତ ଚାଷୀ ଭାଇଭଉଣୀମାନଙ୍କୁ ଅକ୍ଷୟ ତୃତୀୟାର ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କର ସୁଖସମୃଦ୍ଧି ଓ ପ୍ରଗତୀ କାମନା କରିଥିଲେ । ରାଜ୍ୟ ସରକାର ଚାଷୀଙ୍କୁ ନ୍ୟାୟ ଦେବା ଏବଂ ସେମାନଙ୍କର ହକ୍ ପୂରଣ କରିବା ଏକାନ୍ତ ଜରୁରୀ ବୋଲି ସେ କହିଥିଲେ । ଆଜି ଅକ୍ଷିମୁଠି ଶୁଭାରମ୍ଭର ଦିନ । ତେଣୁ ସରକାର ଚାଷୀମାନଙ୍କୁ ଆବଶ୍ୟକ ପରିମାଣର ଉନ୍ନତ ମାନର ବିହନ ସଠିକ ସମୟରେ ଯୋଗାଇ ଦେବାକୁ ସେ ଦାବି କରିଛନ୍ତି । କୃଷକ ହେଲେ ଅନ୍ନଦାତା ରାଜ୍ୟ ଜନସଂଖ୍ୟାର ୭୦ ପ୍ରତିଶତରୁ ଉଦ୍ଧ୍ୱ ର୍ଏହି ବର୍ଗର ଲୋକଙ୍କର ସାମଗି୍ର କବିକାଶ ନହେଲେ ରାଜ୍ୟର ପ୍ରଗତି ସମ୍ଭବ ନୁହେଁ । ନଚେତ ନ୍ୟାୟ ପଥରେ ଚାଷୀଙ୍କ ହକ୍ ପାଇଁ ସଂକଳ୍ପ, ସଂଘର୍ଷ ଓ ସମର୍ପଣ ଦ୍ୱାରା କଂଗ୍ରେସ ଲଢ଼େଇ ଜାରି ରଖିବ ବୋଲି ଶ୍ରୀ ଦାସ ପ୍ରକାଶ କରିଥିଲେ ।

ଉଦ୍ବୋଧନ ଦେଇ କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଓଡ଼ିଶା ପ୍ରଦେଶ କିଷାନ କଂଗ୍ରେସ ଅଧ୍ୟକ୍ଷ ଅମିୟ କୁମାର ପଟ୍ଟନାୟକ, ପୂର୍ବତନ ମନ୍ତ୍ରୀ ସୁରେଶ କୁମାର ରାଉତରାୟ, ଅଖିଳ ଭାରତ କଂଗ୍ରେସ କମିଟି ସମ୍ପାଦକ ଓଡ଼ିଶା ସହ ପ୍ରଭାରୀ ସାହାନୱାଜ ଚୌଧୁରୀ, ଏକ୍ରାମ ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଚମ୍ପତ୍ତି ପ୍ରମୁଖ ଯୋଗଦେଇ ଅକ୍ଷୟ ତୃତୀୟ ଦିବସର ମହନୀୟତା ଓ କୃଷକସମାଜର ପ୍ରଗତୀ ପାଇଁ କଂଗ୍ରେସ ଦଳ ଅତିତରେ ଗ୍ରହଣ କରିଥିବା କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେବା ସହ ସମ୍ପ୍ରତି ଚାଷୀମାନଙ୍କର ମୌଳିକ ସମସ୍ୟାକୁ ରାଜ୍ୟ ସରକାର ଆଜିର ଦିନରେ ତୁରନ୍ତ ସମାଧାନ କରିବାକୁ ଦାବି କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତା ଶିବାନନ୍ଦ ରାୟ, ଯୁବ କଂଗ୍ରେସ ସଭାପତି ରଣଜିତ ପାତ୍ର, ଭୁବନେଶ୍ୱର ଲୋକସଭା ପ୍ରାର୍ଥୀ ୟାସିର ନୱାଜ, କିଶୋର ଜେନା, ସମାଜସେବୀ ମୂରଲୀ ପ୍ରଧାନ, ଅଶୋକ ଦାସ, ଗିତାଞ୍ଜଳି ମହାନ୍ତି, ପ୍ରକାଶ ଜେନା, ରଜନୀ ମହାନ୍ତି, ସୁବ୍ରତ ମହାପାତ୍ର, ଦୀପକ କୁମାର ମହାପାତ୍ର, ମିହିର ଆଚାର୍ଯ୍ୟ, ସତ୍ୟବ୍ରତ ନାୟକ, ପ୍ରଣତୀମିଶ୍ର, ଲିଙ୍ଗରାଜ ସାହୁ, ଜୟକୃଷ୍ଣ ସୁବୁଦ୍ଧି, ସାନ୍ତନୁ ସାହୁ, ଚିନ୍ମୟ ସୁନ୍ଦର ଦାସ, ସୁଧାଂଶୁ ଦେଓ, ଦେଓ ପ୍ରସାଦ, ସୁଶାନ୍ତ ତ୍ରିପାଠୀ, ସୌମେନ୍ଦ୍ର ମହାନ୍ତି, ପ୍ରସନ୍ନ ନାୟକ, ଜୟଶ୍ରୀ ପାତ୍ର, ମନିଷା ଦାଶ ପଟ୍ଟନାୟକ, ଶ୍ରୀୟା ମହାନ୍ତି, ଯୋଗିନାଥ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ପାଇକ ଆଖଡ଼ା, ସଂକୀର୍ତ୍ତନ, ହରିବୋଲ ହୁଳହୁଳି ଧ୍ୱନୀରେ ପିସିସି ସଭାପତି ଶ୍ରୀ ଦାସଙ୍କୁ ସ୍ୱାଗତ କରାଯାଇ କ୍ଷେତ ନିକଟକୁ ପାଛୋଟି ନିଆଯାଇଥିଲା ।

Previous Post

ବାଲିଅନ୍ତାଠାରେ ବିଜେଡି ପାଳିଲା ରାଜ୍ୟସ୍ତରୀୟ ଅକ୍ଷୟ ତୃତୀୟା ଦିବସ

Next Post

ଆନ୍ତର୍ଜାତିକ ଶ୍ରମିକ ଦିବସ ୨୦୨୫ ପାଳନ

Next Post
ଆନ୍ତର୍ଜାତିକ ଶ୍ରମିକ ଦିବସ ୨୦୨୫ ପାଳନ

ଆନ୍ତର୍ଜାତିକ ଶ୍ରମିକ ଦିବସ ୨୦୨୫ ପାଳନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19040 shares
    Share 7616 Tweet 4760
  • ନବୀନ..ନବୀନ, ମୋହନ..ମୋହନ

    16580 shares
    Share 6632 Tweet 4145
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7287 shares
    Share 2915 Tweet 1822
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5766 shares
    Share 2306 Tweet 1442
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5460 shares
    Share 2184 Tweet 1365

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA