Wednesday, April 8, 2026 03:12 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ପଶ୍ଚିମ ଓଡ଼ିଶା ବିକାଶ ପରିଷଦକୁ ୨୦୦ କୋଟି

ପଶ୍ଚିମ ଓଡିଶାର ୧୦ ଜିଲ୍ଲା ଓ ଆଠମଲ୍ଲିକରେ WODC କାର୍ଯ୍ୟାଳୟ

by Our Correspondent
16 Feb, 2021- 12:24 AM
in Latest News, News
1 min read
0
ପଶ୍ଚିମ ଓଡ଼ିଶା ବିକାଶ ପରିଷଦକୁ ୨୦୦ କୋଟି

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶା ବିକାଶ ପରିଷଦର (WODC) ବାର୍ଷିକ ଅନୁଦାନ ଦୁଇଗୁଣା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋମବାର ଦିନ ଭିଡ଼ିଓ କନଫରେନ୍ସିଂ ଜରିଆରେ ପରିଷଦର କାର୍ଯ୍ୟକ୍ରମ ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ୧୦୦ କୋଟିରୁ ୨୦୦ କୋଟି ଟଙ୍କାକୁ ଅନୁଦାନ ବୃଦ୍ଧି କରିଛନ୍ତି । ଏଥିସହ ପରିଷଦ ଅଧୀନରେ ଥିବା ୧୦ ଟି ଜିଲ୍ଲା ଏବଂ ଆଠମଲ୍ଲିକରେ ପରିଷଦର ଶାଖା କାର୍ଯ୍ୟାଳୟ ଖୋଲିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଥାଉକି, ୧୯୯୯-୨୦୦୦ ମସିହାରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ବଜେଟ ପରିମାଣ ବର୍ଷକୁ ମାତ୍ର ୩ କୋଟି ଥିଲା । ପରବର୍ତ୍ତୀ ସମୟରେ ଏହା ୧୦୦ କୋଟିକୁ ବୃଦ୍ଧି ପାଇଥିଲା । ଏବେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ୨୦୨୧-୨୨ ଆର୍ଥିକ ବର୍ଷରେ ଏହା ୨୦୦ କୋଟି ହେବ ।

ପଶ୍ଚିମ ଓଡ଼ିଶାରେ ବିକାଶ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ପଶ୍ଚିମ ଓଡ଼ିଶାରେ କାର୍ଯ୍ୟକାରୀ ହେଉଥିବା ଅନେକ ଗୁଡ଼ିଏ ବୃହତ୍ତ ପ୍ରକଳ୍ପ କାର୍ଯ୍ୟ ଠିକ୍ ସମୟରେ ଶେଷ କରିବା ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଉପରେ ଦାୟିତ୍ୱ ଛାଡ଼ିଛନ୍ତି । ବିଜୁ ଏକ୍ସପ୍ରେସ୍ ୱେ, ଲୋୟର ସୁକତେଲ ଜଳସେଚନ ଭଳି ବୃହତ୍ତ ଭିତ୍ତିଭୂମି ପ୍ରକଳ୍ପଗୁଡ଼ିକ ଦ୍ୱାରା ପଶ୍ଚିମ ଓଡ଼ିଶାର ବିକାଶରେ କାୟାକଳ୍ପ ହୋଇପାରିବ ବୋଲି ଆାଶା କରାଯାଇଥିଲା ।

ବୈଠକରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ ତ୍ରିପାଠୀ ପରିଷଦର କାର୍ଯ୍ୟକ୍ରମ ଓ ଭବିଷ୍ୟତ କାର୍ଯ୍ୟପନ୍ଥା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ଉପସ୍ଥାପନା ରଖିଥିଲେ। ଉପସ୍ଥାପନାରୁ ଜଣାଯାଇଛି ଯେ ବିଗତ ଦିନମାନଙ୍କରେ WODC ପକ୍ଷରୁ ସଡକ ନିର୍ମାଣ, ଶିକ୍ଷା ଭିତ୍ତିଭୂମି ଓ ଜଳସେଚନ ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରାଯାଇଛି । ଆଗାମୀ ଦିନରେ ପରିପରିବା, ଡାଲି ଜାତୀୟ ଫସଲ ଓ ତୈଳବିଜ, ଫୁଲଚାଷ ଆଦି ଉଦ୍ୟାନ କୃଷିଭିତ୍ତିକ କାର୍ଯ୍ୟକ୍ରମ ଉପରେ ଗୁରୁତ୍ବ ପ୍ରଦାନ, ବିଭିନ୍ନ କ୍ଷେତ୍ରରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଆଦି କ୍ଷେତ୍ରରେ ପଶ୍ଚିମ ଓଡିଶା ଅଞ୍ଚଳରେ ବହୁତ ସମ୍ଭାବନା ରହିଛି ବୋଲି ସୂଚନା ଦିଆଯାଇଥିଲା ।

ପଶ୍ଚିମ ଓଡିଶା ଜିଲ୍ଲାଗୁଡିକରେ ସର୍ବାଧିକ ଅର୍ଥନୈତିକ ସମ୍ଭାବନା ଥିବା କ୍ଷେତ୍ରରେ ଆବଶ୍ୟକ ଭିତ୍ତିଭୂମି ସୁବିଧା ସୃଷ୍ଟି କରିବା (Fill the Critical Supply Chain Gaps) କରାଯିବ ବୋଲି ବୈଠକରେ ସୂଚନା ଦିଆଯାଇଥିଲା । ସମ୍ବଲପୁର, ବରଗଡ ଓ ସୋନପୁରରେ ଧାନ ଓ ଧାନରୁ ଉତ୍ପାଦିତ ପଦାର୍ଥର ବିନିଯୋଗ ପାଇଁ ଭିତ୍ତିଭୂମି, ବଲାଙ୍ଗୀରେ କୁକୁଡା ଓ ଅଣ୍ଡାଚାଷ ପାଇଁ ଭିତ୍ତିଭୂମି, କଳାହାଣ୍ଡିରେ ମାଛଚାଷ, ବୌଦ ଓ ସୋନପୁରରେ ଗୋପାଳନ ଓ ଦୁଗ୍‌ଧ ଉତ୍ପାଦନ ଏବଂ ହସ୍ତତନ୍ତ କ୍ଲଷ୍ଟରର ବିକାଶ ପାଇଁ ବହୁତ ସୁଯୋଗ ରହିଛି ବୋଲି  ମତପ୍ରକାଶ ପାଇଥିଲା ।

ଏହି ବୈଠକରେ ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ କୁମାର ଜେନା, କୃଷି ଉତ୍ପାଦନ କମିଶନର ଶ୍ରୀ ଆର୍‌. କେ. ଶର୍ମା, ଅର୍ଥ ବିଭାଗର ପ୍ରମୁଖ ସଚିବ ଶ୍ରୀ ଆଶୋକ କୁମାର ମୀନା, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପ୍ରମୁଖ ଯୋଗ ଦେଇଥିଲେ ।

Previous Post

ଜୁନ୍ ୧ ରୁ ଶ୍ରୀମନ୍ଦିର ଐତିହ୍ୟ କରିଡର କାର୍ଯ୍ୟ

Next Post

ପଶ୍ଚିମ ଓଡ଼ିଶାରେ ନବୀନ ସୋ’-୨

Next Post
ପଶ୍ଚିମ ଓଡ଼ିଶାରେ ନବୀନ ସୋ’-୨

ପଶ୍ଚିମ ଓଡ଼ିଶାରେ ନବୀନ ସୋ'-୨

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19180 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA