Friday, April 24, 2026 03:26 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

କିମ୍ସ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍ କୋଟ ଉତ୍ସବ

ରୋଗୀ ସେବା ପାଇଁ ଶପଥ ନେଲେ

by Our Correspondent
09 Nov, 2024- 09:25 PM
in Latest News, News
1 min read
0
କିମ୍ସ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍ କୋଟ ଉତ୍ସବ

ଭୁବନେଶ୍ୱର: ଡାକ୍ତରୀ ଶିକ୍ଷାଲାଭ ପରେ ରୋଗୀଙ୍କୁ ଉତମ ସେବା ଯୋଗାଇ ଦେବା ପାଇଁ ଶପଥ ନେଇଛନ୍ତି କିମ୍ସର ନବାଗତ ଛାତ୍ରଛାତ୍ରୀମାନେ । ଗୁରୁବାର କିମ୍ସରେ ନାମ ଲେଖାଇଥିବା ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସ୍ୱାଗତ କାର୍ଯ୍ୟକ୍ରମରେ କିଟ୍, କିସ୍ ଓ କିମ୍ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଯୋଗଦେଇ ଛାତ୍ରଛାତ୍ରୀମାନେ ସେବା ମନୋବୃତି ରଖି ଡାକ୍ତରୀ ଶିକ୍ଷା ଲାଭ କରିବା ଉଚିତ ବୋଲି କହିଥିଲେ । ସମାଜ ଡାକ୍ତରମାନଙ୍କୁ ଦ୍ୱିତୀୟ ଭଗବାନ ଭାବେ ଦେଖିଥାଏ, ତେଣୁ ଛାତ୍ରଛାତ୍ରୀମାନେ ଡାକ୍ତର ହେବା ପରେ ଉତମ ରୋଗୀସେବା ପ୍ରତି ଧ୍ୟାନ ଦେବା ଉଚିତ ବୋଲି ସେ କହିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ କିଟ୍ ବିଶ୍ୱବିଦ୍ୟାଳୟ ଉପକୁଳପତି ଡା ସିବିକେ ମହାନ୍ତି, କିମ୍ସ ମେଡିକାଲ୍ କଲେଜ ଅଧ୍ୟକ୍ଷ୍ ଡା. ଆର ସି ଦାସ, ଉପାଧ୍ୟକ୍ଷ ଡା. ଲଲାଟେନ୍ଦୁ ମହାନ୍ତି, କିମ୍ସ ମେଡିକାଲ୍ ଅଧିକ୍ଷକ ଡା. ମାନସ ରଞ୍ଜନ ବେହେରା ଓ କିଟ୍ ଡେଂଟାଲ କଲେଜ ଅଧ୍ୟକ୍ଷ ଡା. ଅଶ୍ୱିନୀ କର ପ୍ରମୁଖ ଉପସ୍ଥିତ ରହି ନବାଗତ ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଉତ୍ସାହିତ କରିଥିଲେ ।

ଛାତ୍ରଛାତ୍ରୀଙ୍କୁ ଉଦ୍ବୋଧନ ଦେଇ ଡା. ସିବିକେ ମହାନ୍ତି କହିଲେ, ଏମ୍ବିବିଏସ୍ ଏକ ଚ୍ୟାଲେଞ୍ଜିଂ କରିକୁଲମ । ତେଣୁ ଡାକ୍ତର ହେବା ପରେ ମଧ୍ୟ ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ଚିକିତ୍ସା ବିଜ୍ଞାନ ସହ ଜଡ଼ିତ ରହିବାକୁ ସବୁବେଳେ ଅଧ୍ୟୟନ କରିବାକୁ ପଡ଼ିଥାଏ ବୋଲି କହିଥିଲେ । ଏହି ୫ବର୍ଷ ମଧ୍ୟରେ ତୁମେମାନେ ଯେଉଁ ପରିଶ୍ରମ କରିବ ତାହା ପରବର୍ତୀ ୫୦ବର୍ଷ ପର୍ଯ୍ୟନ୍ତ ତୁମକୁ ସହାୟକ ବୋଲି ସେ କହିଥିଲେ ।

ସେହିପରି ହ୍ୱାଇଟକୋଟ ସ୍ୱାଗତ କାର୍ଯ୍ୟକ୍ରମ ପରେ କାଡାଭରିକ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ କିମସ ହ୍ୟୁମାନ ଆନାଟୋମୀ ବିଭାଗରେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କୁ ବିଭାଗୀୟ ମୁଖ୍ୟ ଡା ପ୍ରଜ୍ଞା ପାରମିତା ସାମନ୍ତ ଡାକ୍ତରୀ ଶିକ୍ଷାର ଅୟମାରମ୍ଭ କାଡାଭାରିକ ଡିସେକ୍ସନ ଉପରେ ଗୁରୁତ୍ୱ ଦେଇ ବକ୍ତବ୍ୟ ଦେଇଥିଲେ ।

Previous Post

କ୍ୟୁଏସ୍ ଏସିଆ, ଦକ୍ଷିଣ ଏସିଆ ୟୁନିଭର୍ସିଟି ରାଙ୍କିଙ୍ଗ୍-୨୦୨୫ରେ ସମ୍ମାନଜନକ ସ୍ଥାନରେ ସୋଆ

Next Post

ଏଥର ମାଣବସାରେ ମାଣ୍ଡିଆ ଭୋଗ

Next Post
ଏଥର ମାଣବସାରେ ମାଣ୍ଡିଆ ଭୋଗ

ଏଥର ମାଣବସାରେ ମାଣ୍ଡିଆ ଭୋଗ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA