Friday, February 20, 2026 05:45 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ରାଜ୍ୟପାଳଙ୍କ ପତ୍ନୀଙ୍କ ପରଲୋକ

by Our Correspondent
23 Nov, 2020- 09:05 AM
in Latest News, News
1 min read
0
ରାଜ୍ୟପାଳଙ୍କ ପତ୍ନୀଙ୍କ ପରଲୋକ

ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଙ୍କ ପତ୍ନୀ ଶ୍ରୀମତୀ ସୁଶୀଳା ଦେବୀଙ୍କର ପରଲୋକ ହୋଇଯାଇଛି । କରୋନାରେ ଆକ୍ରାନ୍ତ ହୋଇ ଗତ ନଭେମ୍ବର ୧ ରୁ ଏକ ଘରୋଇ ହସ୍ପିଟାଲ୍ ରେ ଚିକିତ୍ସିତ ଥିଲେ । ତେବେ ପୂର୍ବରୁ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ଥିବାରୁ କରୋନା ତାଙ୍କ ପାଇଁ ଜଟିଳ ସମସ୍ୟା ସୃଷ୍ଟି କରିଥିଲା । ଡାକ୍ତରମାନଙ୍କ ପ୍ରବଳ ଉଦ୍ୟମ ସତ୍ତ୍ୱେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସି ନ ଥିଲା । ଗତକାଲି ରାତିରେ ଆଖି ବୁଜିଦେଇଥିଲେ ଶ୍ରୀମତୀ ଲାଲ୍ ।

ରାଜ୍ୟପାଳ ପ୍ରଫେସର ଲାଲ୍, ପତ୍ନୀ ସୁଶୀଳା ଦେବୀ ଏବଂ ରାଜଭବନର ୪ କର୍ମଚାରୀ ଗତ ୧ ତାରିଖରେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏକ ଘରୋଇ ହସ୍ପିଟାଲ୍ ରେ ସମସ୍ତଙ୍କୁ ଚିକିତ୍ସା କରାଯାଉଥିଲା । ରାଜ୍ୟପାଳ ଓ ଅନ୍ୟ ୪ ଜଣ ସୁସ୍ଥ ହୋଇଥିଲେ ମଧ୍ୟ ରାଜ୍ୟପାଳଙ୍କ ପତ୍ନୀଙ୍କର ସ୍ୱାସ୍ଥ୍ୟ ଠିକ୍ ହୋଇ ନ ଥିଲା । ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କୁ ଚିକିତ୍ସା କରୁଥିଲେ । ମାତ୍ର ତାଙ୍କୁ ବଞ୍ଚାଇ ପାରିନାହାନ୍ତି ।

ରାଜ୍ୟପାଳଙ୍କ ପତ୍ନୀ ତଥା ରାଜ୍ୟର ପ୍ରଥମ ମହିଳାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ତାଙ୍କୁ ଜଣେ ଧର୍ମପ୍ରାଣ ଓ ପରୋପକାରୀ ମହିଳା ଭାବେ ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଛନ୍ତି । ଭଗବାନ ତାଙ୍କ ଅମର ଆତ୍ମାକୁ ଶାନ୍ତି ଦିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଏକ ଶୋକବାର୍ତ୍ତାରେ କହିଛନ୍ତି । ବିଭିନ୍ନ ଦଳର ନେତା, ବିଶିଷ୍ଟ ବ୍ୟକ୍ତିମାନେ ମଧ୍ୟ ରାଜ୍ୟପାଳ ପତ୍ନୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।

Previous Post

ଶିକ୍ଷା ଓ ନୂତନ ଚିନ୍ତାଧାରା ନୂତନ ବିଶ୍ୱ ଗଠନ କରିପାରିବ: ପ୍ରଫେସର ୟୁନୁସ୍‍

Next Post

ପଣ୍ଡା ଦମ୍ପତ୍ତି ଗିରଫ ହେବେ ତ?

Next Post
ପଣ୍ଡା ଦମ୍ପତ୍ତି ଗିରଫ ହେବେ ତ?

ପଣ୍ଡା ଦମ୍ପତ୍ତି ଗିରଫ ହେବେ ତ?

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA