Monday, March 16, 2026 11:41 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସୋଆରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

by Our Correspondent
16 Mar, 2026- 11:34 PM
in Latest News, News
1 min read
0
ସୋଆରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ କାର୍ଯ୍ୟରତ ମହିଳାମାନଙ୍କ ପକ୍ଷରୁ ସୋମବାର ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ସୋଆର ଉପସଭାପତି ଶ୍ରୀମତୀ ଶାଶ୍ୱତୀ ଦାସ ସୋଆର ମହିଳା କର୍ମଚାରୀମାନଙ୍କୁ ଅଭିନନ୍ଦନ ଜଣାଇବା ସହ ସେମାନଙ୍କର ଉଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ।

ଏହି ଅବସରରେ ଶ୍ରୀମତୀ ଦାସ ନିଜର ଅଭିଭାଷଣରେ କହିଛନ୍ତି ଯେ ପ୍ରତ୍ୟେକ ଅନୁଷ୍ଠାନର ସ୍ୱତନ୍ତ୍ର ଭୂମିକା ରହିଛି । ଶୈକ୍ଷିକ ଉକ୍ରର୍ଷତା, ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର ।

ଶ୍ରୀମତୀ ଦାସ କହିଥିଲେ ଯେ ମହିଳାମାନେ ସବୁ କ୍ଷେତ୍ରରେ ନିଜର ପାରଦର୍ଶିତା ଦେଖାଇପାରୁଥିବା ବେଳେ ପରସ୍ପରକୁ ସାହାଯ୍ୟ ଓ ସହଯୋଗ କରିବାର ଆବଶ୍ୟକତା ରହିଛି ।

କେବଳ ଶିକ୍ଷା କିମ୍ବା ସ୍ୱାସ୍ଥ୍ୟ କ୍ଷେତ୍ରରେ ନୁହେଁ ବରଂ ବିଭିନ୍ନ ବିଭାଗରେ ମହିଳାମାନେ ନିଜର ବହୁମୂଲ୍ୟ ଯୋଗଦାନ ଦେଇ ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି । ଏହି ଦୃଷ୍ଟିରୁ ସେମାନେ ବିଶ୍ୱବିଦ୍ୟାଳୟ ପାଇଁ ଉଦାହରଣ ପାଲଟିଛନ୍ତି ବୋଲି ଆନନ୍ଦ ବ୍ୟକ୍ତ କରିଛନ୍ତି ଶ୍ରୀମତୀ ଦାସ ।

ଏହି କାର୍ଯ୍ୟକ୍ରମରେ ସୋଆର ଉପକୁଳପତି ପ୍ରଫେସର ନୀତା ମହାନ୍ତି, ସୋଆର କଂଟ୍ରୋଲର ଅଫ୍ ଏଗ୍ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ, ସୋଆ ଓ ସୁମା ରିୟଲ ମିଡିଆର ମହିଳା ନେତୃବର୍ଗ ନିଜର ବକ୍ତବ୍ୟରେ ନାରୀ ସଶକ୍ତୀକରଣ ଏବଂ ଅଧିକାର ସମ୍ପର୍କରେ ଆଲୋକପାତ କରିଥିଲେ । ନିଜ ଅନୁଭୂତି ବଖାଣି ଏହି ପ୍ରମୁଖ ମହିଳାମାନେ ଝିଅମାନଙ୍କ ସମେତ ପୁଅମାନଙ୍କୁ ମଧ୍ୟ ଉପଯୁକ୍ତ ସଂସ୍କାର ଦେବା ଉପରେ ଗୁରୁତ୍ୱାରୋପ କରିଥିଲେ ।

ଏହି ଅବସରରେ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ଡେଂଟାଲ୍ ସାଇନ୍ସେସ୍ର ଡିନ୍ ପ୍ରଫେସର ରୁଚି ଭୂୟାଁ, ସମ୍ ନର୍ସିଂ କଲେଜର ନିର୍ଦ୍ଦେଶିକା ପ୍ରଫେସର ପ୍ରଭାତୀ ତ୍ରିପାଠୀ ଓ ଏସ୍ଏନ୍ସି -୧ର ଡିନ୍ ପ୍ରଫେସର ସସ୍ମିତା ଦାସଙ୍କ ସମେତ ବିଭିନ୍ନ ବିଭାଗୀୟ ମୁଖ୍ୟ, ପ୍ରଫେସର, ଫ୍ୟାକଲି୍ଟ, କାର୍ଯ୍ୟରତ ମହିଳା କର୍ମଚାରୀ ଏବଂ ସୁମା ରିୟଲ୍ ମିଡିଆ ପ୍ରାଇଭେଟ ଲିମିଟେଡ୍ର ମହିଳା ସାମ୍ବାଦିକମାନେ ଯୋଗ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ କଂଟ୍ରୋଲର ଅଫ୍ ଏଗ୍ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଆଡିସ୍ନାଲ ଡିନ୍ (ଷ୍ଟୁଡେଂଟ ଆଫେୟାର୍ସ) ଆଇଟିିଆର୍ , ପ୍ରଫେସର ରେଣୁ ଶର୍ମା କାର୍ଯ୍ୟକ୍ରମ ପରିଚାଳନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

ବାଡ଼ ଡ଼େଇଁଲେ ୧୧ ବିଧାୟକ

Next Post

ନିତା ଅମ୍ବାନୀଙ୍କୁ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୫

Next Post
ନିତା ଅମ୍ବାନୀଙ୍କୁ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୫

ନିତା ଅମ୍ବାନୀଙ୍କୁ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ-୨୦୨୫

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19165 shares
    Share 7666 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA