Thursday, February 19, 2026 11:01 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

୨୦୨୨ ମଧ୍ୟଭାଗ ସୁଦ୍ଧା ରାଉରକେଲାରେ ବିଶ୍ୱସ୍ତରୀୟ ହକି ଷ୍ଟାଡିୟମ୍

ରାଉରକେଲାରେ ମୁଖ୍ୟ ଶାସନ ସଚିବ, ୫-ଟି ସଚିବ

by Our Correspondent
19 Jan, 2021- 09:13 PM
in Latest News, News
1 min read
0
୨୦୨୨ ମଧ୍ୟଭାଗ ସୁଦ୍ଧା ରାଉରକେଲାରେ ବିଶ୍ୱସ୍ତରୀୟ ହକି ଷ୍ଟାଡିୟମ୍

ଭୁବନେଶ୍ୱର: ଭାରତୀୟ ହକିକୁ ସୁନ୍ଦରଗଡ଼ର ମହାନ ଅବଦାନ ପ୍ରତି ସମ୍ମାନ ଜଣାଇ ରାଜ୍ୟ ସରକାର ରାଉରକେଲାରେ ବିଶ୍ୱସ୍ତରୀୟ ଷ୍ଟାଡିୟମ୍ ନିର୍ମାଣ ଯୋଜନା କରିଛନ୍ତି । ପ୍ରସ୍ତାବିତ ଆନ୍ତର୍ଜାତୀୟ ହକି ଷ୍ଟାଡିୟମ୍ ନିର୍ମାଣ କାର୍ଯ୍ୟ ୨୦୨୨ ମଧ୍ୟଭାଗ ସୁଦ୍ଧା ସମ୍ପୂର୍ଣ୍ଣ ହେବ । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ୍, କ୍ରୀଡ଼ା ଓ ଯୁବ ସେବା ବିଭାଗର ସ୍ୱତନ୍ତ୍ର ସଚିବ ଆର୍.ଭିନିଲ୍ କ୍ରିଷ୍ଣା, ପୂର୍ତ୍ତ ସଚିବ ଡକ୍ଟର କ୍ରିଷନ୍ କୁମାର ଆଜି ରାଉରକେଲା ଯାଇ ବିପିୟୁଟି ପରିସରରେ ନିର୍ମିତ ହେବାକୁ ଥିବା ଆନ୍ତର୍ଜାତୀୟ ହକି ଷ୍ଟାଡିୟମ୍ ସ୍ଥାନ ପରିଦର୍ଶନ କରିଛନ୍ତି । ଖୁବ୍ ଶୀଘ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏହାର ବ୍ଲୁ ପ୍ରିଣ୍ଟ ଉପସ୍ଥାପନ କରାଯିବ ।

ପ୍ରସ୍ତାବିତ ଷ୍ଟାଡିୟମ୍ ର ଡିଜାଇନ୍ ବିଶ୍ୱସ୍ତରୀୟ ହେବ । ବିଶ୍ୱର ଅତ୍ୟାଧୁନିକ ଏବଂ ସମନ୍ୱିତ ହକି ଷ୍ଟାଡିୟମ୍ ଭାବେ ଗଢ଼ିବାକୁ ଲକ୍ଷ୍ୟ ରଖାଯାଇଛି । ଏଥିରେ ମୁଖ୍ୟ ପିଚ୍ ସହ ଫ୍ଲଡ୍ ଲାଇଟ୍, ଅଭ୍ୟାସ ପିଚ୍, ଜିମ୍ ହାଇଡ୍ରୋ ଥେରାପି, ମିଡିଆ କେନ୍ଦ୍ର, ବେତାର କେନ୍ଦ୍ର ସହିତ ପାର୍କିଂ ଏବଂ ଦର୍ଶକଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର ବ୍ୟବସ୍ଥା ରହିବ ।

ସୂଚନାଯୋଗ୍ୟ, ରାଉରକେଲାରେ ଏକ ଆନ୍ତର୍ଜାତୀୟ ମାନର ହକି ଷ୍ଟାଡିୟମ୍ ନିର୍ମାଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ମାସରେ ଘୋଷଣା କରିଥିଲେ । ଏହି ନୂଆ ଷ୍ଟାଡିୟମ୍ ଜାନୁଆରୀ ୨୦୨୩ ରେ ଓଡ଼ିଶାରେ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ୍ ର ଅନ୍ୟତମ ଆୟୋଜନସ୍ଥଳ ହେବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହା ଦେଶର ସର୍ବ ବୃହତ୍ତ ହକି ଷ୍ଟାଡିୟମ୍ ହେବ ଏବଂ ଏଥିରେ ଏକା ସାଙ୍ଗରେ ୨୦ ହଜାର ଦର୍ଶକ ବସି ଖେଳ ଉପଭୋଗ କରିପାରିବେ ।

Previous Post

ସମଲେଶ୍ୱରୀ ମନ୍ଦିର ପାଇଁ ବଡ଼ ଯୋଜନା

Next Post

ବର୍ଷୀୟାନ୍ ଅଭିନେତା ରବି ମିଶ୍ରଙ୍କ ପରଲୋକ

Next Post
ବର୍ଷୀୟାନ୍ ଅଭିନେତା ରବି ମିଶ୍ରଙ୍କ ପରଲୋକ

ବର୍ଷୀୟାନ୍ ଅଭିନେତା ରବି ମିଶ୍ରଙ୍କ ପରଲୋକ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA