Wednesday, April 22, 2026 11:08 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ-୨ରେ ବିଶ୍ୱ ଜରୁରୀକାଳୀନ ଔଷଧ ଦିବସ ପାଳିତ

by Our Correspondent
27 May, 2025- 09:39 PM
in Latest News, News
1 min read
0
ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ-୨ରେ ବିଶ୍ୱ ଜରୁରୀକାଳୀନ ଔଷଧ ଦିବସ ପାଳିତ

ଭୁବନେଶ୍ୱର: ଫୁଲନଖରା ସ୍ଥିତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ-୨ରେ ମଙ୍ଗଳବାର ହସ୍ପିଟାଲ୍ ର ଏମର୍ଜେନ୍ସି ମେଡିସିନ୍ ବିଭାଗ ପକ୍ଷରୁ ବିଶ୍ୱ ଜରୁରୀକାଳୀନ ଔଷଧ ଦିବସ ପାଳିତ ହୋଇଯାଇଛି । ସମ ହସ୍ପିଟାଲ-୨, ରାପିଡୋ ଓ ସୋସାଇଟି ଅଫ୍ ଆକ୍ୟୁଟ କେୟାର୍, ଟ୍ରମା ଆଣ୍ଡ ଏମର୍ଜେନ୍ସି ମେଡିସନ୍ (ଏସ୍ଏସିଟିଇଏମ୍)ର ମିଳିତ ଉଦ୍ୟମରେ ସାରା ଓଡ଼ିଶା ନିମନ୍ତେ ଏହି ଦିବସ ପାଳିତ ହୋଇଥିଲା ।

ଏଥିରେ ଅଂଶ ଗ୍ରହଣ କରିଥିବା ୭୦ରୁ ଉଦ୍ଧ୍ୱର୍ ରାପିଡୋ କ୍ୟାପଟେନ୍ ମାନଙ୍କୁ ଜୀବନ ରକ୍ଷା ବିଷୟରେ ପ୍ରାକ୍ଟିକାଲ୍ ଏବଂ ଥିଓରି ମାଧ୍ୟମରେ ପ୍ରଶିକ୍ଷଣ ଦିଆଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ଆଇଏମଏସ୍ ଆଣ୍ଡ ସମ ହସ୍ପିଟାଲ୍ ର ଡିନ୍ ପ୍ରଫେସର (ଡାକ୍ତର) ଅରକ୍ଷିତ ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କହିଥିଲେ ଯେ ଜରୁରୀକାଳୀନ ଭିତିରେ ସ୍ୱାସ୍ଥ୍ୟକ୍ଷେତ୍ରରେ ଦେଖାଦେଉଥିବା ସମସ୍ୟା କିମ୍ବା ସଡକ ଦୁର୍ଘଟଣା ସମୟରେ ରୋଗୀକୁ କାର୍ଡିଓ ପଲୋମୋନାରି ରେସୁସିଟେସନ୍ (ସିପିଆର୍) ଓ ପ୍ରାଥମିକ ଚିକିତ୍ସା ଯୋଗାଇ ଦେବା ବିଷୟରେ ସମସ୍ତେ ଅବଗତ ହେବା ଜରୁରୀ ।

ପ୍ରଫେସର (ଡ.) ସ୍ୱାଇଁ ଏ ବର୍ଷ ର ଥିମ୍ ‘ପ୍ରାଉଡ ଟୁ ପ୍ରୋଭାଇଡ୍ ୟୁଓର ଏମର୍ଜେନ୍ସି କେୟାର’ ଉପରେ ଆଲୋକପାତ କରିଥିଲେ ।

ସେହିପରି ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ସୋଆର ଉପକୁଳପତି ପ୍ରଫେସର (ଡାକ୍ତର) ପ୍ରସନ୍ଜୀତ ମହାନ୍ତି କହିଥିଲେ ଯେ ଜରୁରୀକାଳୀନ ସମୟରେ ସିପିଆର୍ ଓ ପ୍ରାଥମିକ ଚିକିତ୍ସା ଜରୁରୀ ହୋଇଥିବା ବେଳେ ସମସ୍ତ ରାପିଡୋ କ୍ୟାପଟେନ୍ ଏହି କାର୍ଯ୍ୟକ୍ରମରେ ଲାଭ କରିଥିବା ଶିକ୍ଷାକୁ ନିଜ ପରିବାର ଓ ସମାଜରେ କାର୍ଯ୍ୟକାରୀ କରିବେ ଓ ସଚେତନତା ସୃଷ୍ଟି କରିବେ ।

ଏହି ଦିବସରେ ସମଗ୍ର ଦେଶର ୧୦୦୦ରୁ ଊଦ୍ଧ୍ୱର୍ ରାପିଡୋ କ୍ୟାପ୍ଟେନ୍ମାନଙ୍କୁ ୧୬ଟି ସହରରେ ଶିକ୍ଷା ପ୍ରଦାନ କରାଯାଇଛି ।

ଏହି ଅବସରରେ ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ରାଜେଶ କୁମାର ଲେଙ୍କା ଓ ଆସିଷ୍ଟାଂଟ ମେଡିକାଲ୍ ସୁପରିଟେଣ୍ଡେଂଟ ଡାକ୍ତର ସିଦ୍ଧାର୍ଥ ଗୌତମ ବକ୍ତବ୍ୟ ରଖିଥିଲେ ।

ଏହି କାର୍ଯ୍ୟକ୍ରମରେ ହସ୍ପିଟାଲ୍ର ନର୍ସିଂ ସୁପରିଟେଣ୍ଡେଂଟ ଶ୍ରୀମତି କମଳିନୀ ମଲ୍ଲିକ ଓ ଏମର୍ଜେନ୍ସି ମେଡିସିନ୍ ବିଭାଗୀୟ ମୁଖ୍ୟ ଡାକ୍ତର ପି.ଏନ୍. ଓଝା ମଧ୍ୟ ବକ୍ତବ୍ୟ ରଖିଥିଲେ । ଏମର୍ଜେନ୍ସି ମେଡିସିନ୍ ବିଭାଗର ଡାକ୍ତର ଦିବ୍ୟାଶା ନାୟକ ସ୍ୱାଗତ ଭାଷଣ ପ୍ରଦାନ କରିଥିବାବେଳେ ଡାକ୍ତର ପ୍ରିୟବ୍ରତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

ଅଚ୍ୟୁତ ସାମନ୍ତଙ୍କୁ ୬୬ତମ ସମ୍ମାନସୂଚକ ଡକ୍ଟରେଟ୍

Next Post

ପ୍ରତି ମାସରେ ହେବ ବିଭାଗ ସ୍ତରରେ କାର୍ଯ୍ୟ ଅଗ୍ରଗତି ଓ ଖର୍ଚ୍ଚ ସମୀକ୍ଷା

Next Post
ପ୍ରତି ମାସରେ ହେବ ବିଭାଗ ସ୍ତରରେ କାର୍ଯ୍ୟ ଅଗ୍ରଗତି ଓ ଖର୍ଚ୍ଚ ସମୀକ୍ଷା

ପ୍ରତି ମାସରେ ହେବ ବିଭାଗ ସ୍ତରରେ କାର୍ଯ୍ୟ ଅଗ୍ରଗତି ଓ ଖର୍ଚ୍ଚ ସମୀକ୍ଷା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA