Tuesday, June 30, 2026 03:42 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପାରାଦ୍ୱୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍

ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଜିଲ୍ଲାରେ ବେଶୀ ପ୍ରଭାବ

by Our Correspondent
23 May, 2021- 02:45 PM
in Latest News, News
1 min read
0
ପାରାଦ୍ୱୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍

ଭୁବନେଶ୍ୱର: ବାତ୍ୟା ‘ୟାସ୍’ ଅତି ଭୀଷଣ ରୂପ ନେଇ ୨୬ ତାରିଖ ସଂଧ୍ୟାରେ ପାରାଦ୍ୱୀପ ଓ ସାଗର ଦ୍ୱୀପ ମଧ୍ୟରେ ମାଡ଼ ହେବ । ଭାରତୀୟ ପାଣିପାଗ ବିଭାଗର ଡିଜି ଡ. ମୃତୁ୍ୟଞ୍ଜୟ ମହାପାତ୍ର ଆଜି ଏହି ପୂର୍ବାନୁମାନ ଦେଇଛନ୍ତି । ବାତ୍ୟା ସ୍ଥଳଭାଗ ଛୁଇଁବା ବା ଲ୍ୟାଣ୍ଡଫଲ୍ ବେଳେ ୧୫୫ରୁ ୧୬୫ କିମି ବେଗରେ ପବନ ବହିବ । ପବନର ବେଗ ୧୮୫ କିମି ପର୍ଯ୍ୟନ୍ତ ମଧ୍ୟ ଯାଇପାରେ । ପୂରା ୬ ଘଣ୍ଟା ଧରି ଏହି ପବନ ଜାରି ରହିବ । ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ଏଥିରେ ବେଶୀ ପ୍ରଭାବିତ ହେବ ବୋଲି ସେ କହିଛନ୍ତି ।

ସୂଚନା ଅନୁଯାୟୀ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ସକାଳେ ଅବପାତର ରୂପ ନେଇସାରିଛି । କାଲି ସୁଦ୍ଧା ଏହା ବାତ୍ୟାର ରୂପ ନେବ । ୨୪ ସଂଧ୍ୟାରୁ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବ । ୨୫ ରୁ ପବନର ବେଗ ବଢ଼ିବ ଏବଂ ୨୬ ତାରିଖ ସଂଧ୍ୟା ବେଳକୁ ପାରାଦ୍ୱୀପ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ୧୨୦ ରୁ ୧୬୫ କିମି ବେଗରେ ପବନ ବହିବ । ଲ୍ୟାଣ୍ଡଫଲ୍ ବେଳେ ବାତ୍ୟା ଅତି ଭୀଷଣ ଆକାର ଧରୁଥିବାରୁ ପବନର ବେଗ ୧୮୫ କିମି ପର୍ଯ୍ୟନ୍ତ ଯାଇପାରେ । ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ଏହାର ପ୍ରଭାବ ବେଶୀ ପଡିବାକୁ ଥିଲା ବେଳେ ମୟୁରଭଞ୍ଜ, ଯାଜପୁର ଓ କଟକ ଜିଲ୍ଲାକୁ ମଧ୍ୟ ଏହାର ପ୍ରଭାବ ରହିବ ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ୨୫ ତାରିଖ ସଂଧ୍ୟାରୁ ଉପକୂଳ ଜିଲ୍ଲାଗୁଡ଼ିକରେ ବର୍ଷା ଆରମ୍ଭ ହୋଇଯିବ । ଅଧିକାଂଶ ଜାଗାରେ ପବନ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ବର୍ଷା ହେବ ।

ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚାଲିଛି । ଆସନ୍ତାକାଲିଠାରୁ ବାତ୍ୟା ଆଶ୍ରୟସ୍ଥଳୀଗୁଡ଼ିକୁ ଲୋକଙ୍କୁ ସ୍ଥାନାନ୍ତର କରିବାର ପ୍ରକ୍ରିୟା ଆରମ୍ଭ ହେବ । ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଆଜି ବାଲେଶ୍ୱର ଗସ୍ତ କରି ପ୍ରସ୍ତୁତି ସମୀକ୍ଷା କରିଛନ୍ତି ।

Previous Post

ବୁଲା କୁକୁର, ଗାଈଗୋରୁଙ୍କ ପାଇଁ ଆଉ ୫୫ ଲକ୍ଷ ଟଙ୍କା

Next Post

୨୬ ମଧ୍ୟାହ୍ନରେ ‘ୟାସ୍’ ଲ୍ୟାଣ୍ଡଫଲ୍

Next Post
୨୬ ମଧ୍ୟାହ୍ନରେ ‘ୟାସ୍’ ଲ୍ୟାଣ୍ଡଫଲ୍

୨୬ ମଧ୍ୟାହ୍ନରେ 'ୟାସ୍' ଲ୍ୟାଣ୍ଡଫଲ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA